ୟୁପି କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି, ଖାଲି ମୁଖ୍ୟମନ୍ତ୍ରୀ କି ଉପମୁଖ୍ୟମନ୍ତ୍ରୀ ନୁହନ୍ତି, ସହକର୍ମୀ ବି ଉଠାଇଲେଣି ସ୍ବର
ନୂଆଦିଲ୍ଲୀ,୨୭ା୭: ଉତ୍ତରପ୍ରଦେଶର ରାଜନୈତିକ ସଙ୍କଟ ବର୍ତ୍ତମାନ ରାଜ୍ୟ ସୀମା ଅତିକ୍ରମ କରି ରାଜଧାନୀ ଦିଲ୍ଲୀରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ବ୍ରଜେଶ ପାଠକଙ୍କ ମଧ୍ୟରେ କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।…
ରାଜନୈତିକ ହଲ୍ଚଲ୍ ଭିତରେ ଦିଲ୍ଲୀରେ ପହଞ୍ଚିଲେ ଯୋଗୀ ଆଦିତ୍ୟନାଥ, ଭାଜପା ବୈଠକରେ ଦେଖିବାକୁ ମିଳିଲା ଏମିତି କିଛି ଦୃଶ୍ୟ
ନୂଆଦିଲ୍ଲୀ,୨୭ା୭: ଶନିବାର ଦେଶର ରାଜଧାନୀ ଦିଲ୍ଲୀଠାରେ ଭାରତୀୟ ଜନତା ପାର୍ଟି (ଭାଜପା)ର ଦୁଇ ଦିନିଆ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଭାଜପା ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଅନ୍ୟ ବଡ଼ ନେତାମାନେ ମଧ୍ୟ ସାମିଲ ହୋଇଛନ୍ତି। ଉତ୍ତରପ୍ରଦେଶ ରାଜନୀତି ଉଠୁଥିବା…
୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ ଜନତା…
ବିହାରକୁ ବଡ଼ ଝଟ୍କା ଦେଲେ ମୋଦି ସରକାର, ଆଉ ମିଳିବନି…
ନୂଆଦିଲ୍ଲୀ, ୨୨।୭: ମୋଦି ସରକାରଙ୍କ ତୃତୀୟ ପାଳି ବଜେଟ୍ ଆସନ୍ତାକାଲି ଅର୍ଥାତ ଜୁଲାଇ ୨୩ ତାରିଖରେ ସଂସଦରେ ଉପସ୍ଥାପନ ହେବାକୁ ଯାଉଛି । ଏହାର ଠିକ୍ ପୂର୍ବରୁ ବିହାରକୁ ବଡ଼ ଝଟ୍କା ଲାଗିଛି । ବିହାରର ସ଼୍ବତନ୍ତ୍ର ରାଜ୍ୟ ଦାବିକୁ ନେଇ…
ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ, କହିଲେ ବଡ କଥା..
ଭୁବନେଶ୍ୱର,୨୨ା୭: ନିର୍ବାଚନ ପରେ ପୁଣିଥରେ ଭି.କେ ପାଣ୍ଡିଆନଙ୍କ ସପକ୍ଷରେ ବାହାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଏକ ଖବର ଉପରେ ପ୍ରତିକ୍ରିୟା ଦେଇ ନବୀନ ବଡ ମନ୍ତବ୍ୟ ଦେଇଛନ୍ତି। ନବୀନ ନିଜ ”ଏକ୍ସ’ ଆକାଉଣ୍ଟରେ ପାଣ୍ଡିଆନଙ୍କ ସପକ୍ଷରେ…
ବଜେଟ୍ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ସରକାର, ଟିଏମ୍ସି କହିଲା…
ନୂଆଦିଲ୍ଲୀ, ୨୧।୭: ସଂସଦର ମୌସୁମୀ ଅଧିବେସନ ପୂର୍ବରୁ ସରକାର ଆଜି ସର୍ବଦଳୀୟ ବୈଠକ ଡକାଇଛନ୍ତି । ଆସନ୍ତା ୨୨ ତାରିଖରୁ ସଂସଦରେ ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବା ବେଳେ ଏହା ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ । ଏହି ସମୟରେ…
ଅମିତ ଶାହାଙ୍କ ଗାଡ଼ିକୁ ପିଛା କଲେ କିଛି ଲୋକ, ଡିଏସ୍ପି କହିଲେ…
ନୂଆଦିଲ୍ଲୀ,୨୦ା୭: ଶନିବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସୁରକ୍ଷା କ୍ଷେତ୍ରରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଭାଜପା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଝାଡ଼ଖଣ୍ଡର ରାଞ୍ଚିରେ ପହଞ୍ଚିଥିଲେ ଅମିତ ଶାହା। ତେବେ ସେ ଯିବା ସମୟରେ ତାଙ୍କ ଗାଡ଼ିକୁ କିଛି…
ଆସିଲା ବଡ଼ ରିପୋର୍ଟ, ସବୁଠାରୁ ଅଧିକ ଆୟ କରିଛି ଏହି ରାଜନୈତିକ ଦଳ
ନୂଆଦିଲ୍ଲୀ, ୨୦ା୭: ନିର୍ବାଚନ ଆୟୋଗଙ୍କ ଏଡିଆର ରିପୋର୍ଟରୁ ଏକ ତଥ୍ୟ ସାମ୍ନାକୁ ଆସିଛି । ଆର୍ଥିକ ବର୍ଷ ୨୦୨୨-୨୩ ରେ ଭାରତ ରାଷ୍ଟ୍ର ସମିତି ବା ବିଆର୍ଏସ୍ର ଆୟ ଦେଶର କ୍ଷେତ୍ରୀୟ ରାଜନୈତିକ ଦଳମାନଙ୍କ ମଧ୍ୟରେ ସବୁଠାରୁ ଅଧିକ ରହିଛି ।…
ଉତ୍ତରପ୍ରଦେଶରେ ଯୋଗୀ ରହିବେ ମୁଖ୍ୟମନ୍ତ୍ରୀ, ମାତ୍ର ହେବ ଏସବୁ ପରିବର୍ତ୍ତନ
ଲକ୍ଷ୍ନୌ,୧୭ା୭: ଉତ୍ତରପ୍ରଦେଶରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ଭାଜପା ନେତାଙ୍କ ମଧ୍ୟରେ ଅନେକ ବୈଠକ ଚାଲିଛି। ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଦିଲ୍ଲୀରେ ପହଞ୍ଚି ସନ୍ଧ୍ୟାରେ ଭାଜପା ସଭାପତି ଜେପି…
ନିର୍ବାଚନ ପରାଜୟ ପରେ ସଂଗଠନ ବନାମ ସରକାର? ଯୋଗୀ କହିଲେ-‘ଅତ୍ୟଧିକ ବିଶ୍ୱାସ ସାଜିଲା ପରାଜୟର କାରଣ’
ନୂଆଦିଲ୍ଲୀ,୧୫।୭: ଲୋକସଭା ନିର୍ବାଚନ ପରେ ଭାରତୀୟ ଜନତା ପାର୍ଟି ନିର୍ବାଚନ ଫଳାଫଳ ସମୀକ୍ଷା କରିବାରେ ବ୍ୟସ୍ତ ଅଛି। ରବିବାର ଉତ୍ତରପ୍ରଦେଶ ନିର୍ବାଚନ ଫଳାଫଳ ସମୀକ୍ଷା କରିବାର ପର୍ଯ୍ୟାୟ ଥିଲା। ରାଜଧାନୀ ଲକ୍ଷ୍ନୌରେ ୟୁପି ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା…
ଅଯୋଧ୍ୟା ପରେ ଏବେ ବଦ୍ରିନାଥ ଆସନରୁ ହାରିଲା ଭାଜପା
ନୂଆଦିଲ୍ଲୀ, ୧୩।୦୭: ଅଯୋଧ୍ୟା ଆସନ ହରାଇ ଚର୍ଚ୍ଚାରେ ଥିବା ଭାରତୀୟ ଜନତା ପାର୍ଟି ଆଉ ଗୋଟିଏ ଧାର୍ମିକ ସ୍ଥଳ ଆସନ ହରାଇ ଏବେ ପୁଣିଥରେ ଚର୍ଚ୍ଚାକୁ ଆସିଛି । ଭାଜପା ଉତ୍ତରାଖଣ୍ଡରେ ହୋଇଥିବା ଉପ-ନିର୍ବାଚନରେ ବଦ୍ରିନାଥ ଆସନ ହରାଇଛି । ମଙ୍ଗଲୋର…
ବଦଳୁଛି ରାଜ୍ୟ ରାଜନୀତି, ଭାଜପାକୁ ସମର୍ଥନ କଲେ କଂଗ୍ରେସର ୭ ବିଧାୟକ
ମୁମ଼୍ବାଇ, ୧୩।୦୭: ମହାରାଷ୍ଟ୍ର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି କହିଲେ ଚଳେ । ବିରୋଧୀ ଦଳ ମେଣ୍ଟ ମହା ବିକାଶ ଅଘାଡ଼ି ପାଇଁ ଏବେ ଚିନ୍ତା ବଢ଼ିଛି । ଲୋକସଭା ନିର୍ବାଚନରେ ବିରୋଧୀ ମେଣ୍ଟ ୪୮ରୁ ୩୦ ଲୋକସଭା ଆସନ ହାତେଇବା…

