Tag Archives: bjp

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି ନିର୍ବାଚନୀ ସଭାରେ ଯୋଗଦେବେ। ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିମାନବନ୍ଦରରୁ...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ,...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି ଯଦି ୨୦୧୯ ନିର୍ବାଚନରେ ଦଳ ରାଜ୍ୟରେ ୩୪ ପ୍ରତିଶତ ଭୋଟ୍ ପାଇପାରିଥିଲା, ତେବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି ଯେ ଭାଜପା ନିକଟ ଭବିଷ୍ୟତରେ ଦଳିତ ସମ୍ପ୍ରଦାୟର ସଂରକ୍ଷଣକୁ ସମ୍ପୂର୍ଣ୍ଣ ରୂପେ ହଟାଇବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ ନେଇ ନିର୍ବାଚନ ଆୟୋଗ ଭାଜପା ଏବଂ କଂଗ୍ରେସକୁ ନୋଟିସ୍‌ ଜାରି କରିଛନ୍ତି। ଆଦର୍ଶ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି ମହାପର୍ବରେ ସମସ୍ତ ରାଜନୈତିକ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଏହି ପରିପ୍ରେକ୍ଷୀରେ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ୪ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ତଥା ରାଜ୍ୟର ଅନେକ ତୁଙ୍ଗ ନେତାଙ୍କ...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି ପୁଣି ଭାଜପାକୁ ଫେରିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ମେଲ୍‌...

୧୦ ବର୍ଷ ପରେ ଭାଜପାକୁ ଫେରିଲେ ପୂର୍ବତନ ମନ୍ତ୍ରୀ

ଭୁବନେଶ୍ୱର,୨୨ା୪: ଦୀର୍ଘ ୧୦ ବର୍ଷ ପରେ ପୁଣି ଭାଜପାକୁ ଫେରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭାଜପା ସଭାପତି ବିମ୍ବାଧର କୁଅଁର। ରାଜ୍ୟ କାର୍ଯ୍ୟାଳୟରେ ସଭାପତିଙ୍କ ଉପସ୍ଥିତିରେ ସୋମବାର ବିମ୍ବାଧର ପଦ୍ମ ଧରିଛନ୍ତି। ସୂଚନାଯୋଗ୍ୟ, ବିମ୍ବାଧର ବରଗଡ଼ ଜିଲାର ଭଟଲୀ...

୫ ବର୍ଷରେ ଅମିତ ଶାହାଙ୍କର ଦୁଇଗୁଣା ହେଲା ସମ୍ପତ୍ତି

ନୁଆଦିଲ୍ଲୀ,୨୧।୪: କେନ୍ଦ୍ର ଗୃହମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ଅମିତ ଶାହା ଏପ୍ରିଲ ୧୯ ରେ ଗାନ୍ଧିନଗର ଲୋକ ସଭା ର୍ନିବାଚନମଣ୍ଡଳୀ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ଅମିତ ଶାହା ଦାଖଲ କରିଥିବା...

ରାଜନୀତିର ହଟ୍‌ସ୍ପଟ୍‌ ଗୋପାଳପୁର: ପ୍ରଚାର ମଇଦାନକୁ ଓହ୍ଲାଇଲା ଭାଜପା

ଗୋପାଳପୁର,୨୧ା୪(ନବୀନ ରାଜ ଆଚାରୀ): ରାଜ୍ୟ ରାଜନୀତିରେ ହଟସ୍ପଟ୍‌ ରୂପେ ପରିଚିତ ଗୋପାଳପୁର ନିର୍ବାଚନ ମଣ୍ଡଳୀ। ଏଠାରେ କେଉଁ ଦଳର ପ୍ରାର୍ଥୀ ବାଜି ମାରିବେ ସେ ନେଇ ସମସ୍ତଙ୍କ ନଜର ରହିଛି। ଅନ୍ୟ ପଟେ ଦିନକୁ ଦିନ ରାଜନୀତି ତାତି ବି...

ନିର୍ବାଚନ ୨୦୨୪: ବିଜେଡି, ଭାଜପା ଏବଂ କଂଗ୍ରେସ ଏପର୍ଯ୍ୟନ୍ତ ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହାଁନ୍ତି

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇଥଲା ବେଳେ ଏପର୍ଯ୍ୟନ୍ତ କିଛି ବିଧାନସଭା କ୍ଷେତ୍ର ପାଇଁ ବିଜେଡି, ଭାଜପା ଏବଂ କଂଗ୍ରେସ ସମେତ ତିନି ପ୍ରମୁଖ ଦଳ ଟିକେଟ ଘୋଷଣା କରିନାହାଁନ୍ତି। ରିପୋର୍ଟ ଅନୁଯାୟୀ, ଶାସକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri