Tag Archives: bjp

ଉପନିର୍ବାଚନରେ ଫୁଟିପାରିଲାନି ପଦ୍ମ, ଏହି ସବୁ ସ୍ଥାନରେ ସାମ୍ନା କଲା ଶୋଚନୀୟ ପରାଜୟ

ନୂଆଦିଲ୍ଲୀ,୩।୮: ମଧ୍ୟପ୍ରଦେଶର ଦାତିଆ ବିଧାନସଭା ଉପନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯାଇଛି, ଯେଉଁଥିରେ କଂଗ୍ରେସ ବିଜୟୀ ହୋଇଛି। କଂଗ୍ରେସ ପ୍ରାର୍ଥୀ ଘନଶ୍ୟାମ ସିଂହ ଭାଜପା ପ୍ରାର୍ଥୀ ଆଶୁତୋଷ ତିୱାରୀଙ୍କୁ ୬,୦୧୬ ଭୋଟରେ ପରାସ୍ତ କରିଛନ୍ତି। ଘନଶ୍ୟାମ ସିଂହ ମୋଟ ୬୬,୫୭୫ ଭୋଟ…

ଭାଜପା ଶିବିରରୁ ଆସିଲା ବଡ଼ ଖବର: ଇସ୍ତଫା ଦେଲେ ଏହି ନେତା!

ନୂଆଦିଲ୍ଲୀ,୩୧।୭: ଭାରତୀୟ ଜନତା ପାର୍ଟିର ମୁଖପାତ୍ର ଶେହଜାଦ ପୁନାୱାଲା ଭାଜପାରୁ ଇସ୍ତଫା ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାଜପାରେ ଦୀର୍ଘ ଦିନରୁ ମୁଖପାତ୍ର ଥିବା ଶେହଜାଦ ପୁନାୱାଲା ବ୍ୟକ୍ତିଗତ କାରଣରୁ ଏହି ଇସ୍ତଫା ଦେଇଛନ୍ତି। ସେ ଭାଜପାର ଶୀର୍ଷ ନେତୃତ୍ୱଙ୍କୁ…

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭।୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ଏବେ ସବୁଠୁ ବଡ଼ ପ୍ରଶ୍ନ ହେଉଛି, ଧର୍ମେନ୍ଦ୍ର ପ୍ରଧାନଙ୍କ ପରବର୍ତ୍ତୀ…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି। ଦଳୀୟ ଅବହେଳା ଓ ନର୍ଲା ନିର୍ବାଚନ ମଣ୍ଡଳୀର ବିକାଶକୁ ଆଧାର କରି ଶନିବାର…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୨୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି ବି. ସୋମନାଥ ପାତ୍ର ନୂତନ ଭାଜପା ଯୁବମୋର୍ଚ୍ଚା ଟିମ୍‌ର ନାମ ଘୋଷଣା ହୋଇଛି।…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା ଉପସଭାପତି ଭାବେ ନିଯୁକ୍ତ କରାଯାଇଛି। ଏହି ଦାୟିତ୍ୱ ପାଇଁ ସେ ପ୍ରଥମେ ପ୍ରଧାନମନ୍ତ୍ରୀ…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ ପ୍ରକାଶ ପାଇଛି, ଯାହା ପ୍ରକାଶ କରିଛି ଯେ ତାଙ୍କର କୌଣସି ଘର କିମ୍ବା…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି ସଞ୍ଜୟ ସରାୱାଗୀଙ୍କୁ ଏକ ଚିଠି ମାଧ୍ୟମରେ ନିର୍ବାଚନ ନ ଲଢ଼ିବାର ନିଷ୍ପତ୍ତି ବିଷୟରେ…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା ଉଚିତ। ତାଙ୍କ ପ୍ରଚାର ସମୟରେ, ସେ ଭୋଟରମାନଙ୍କୁ ଭାଜପା ବିରୁଦ୍ଧରେ ଭୋଟ ଦେବାକୁ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ ପ୍ରକାଶ ବାରିକଙ୍କୁ ପ୍ରାର୍ଥୀ କରିଛି। ଏହି ତିନି ନେତା ଗୁରୁବାର BJP ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?