‘ରାହୁଲଙ୍କୁ ଥାଇଲାଣ୍ଡ ପସନ୍ଦ, ଘୋଷଣାପତ୍ରରେ ସେଠାର ଫଟୋ ଲଗାଇଛନ୍ତି’
ନୂଆଦିଲ୍ଲୀ,୫।୪: ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସର ଘୋଷଣାପତ୍ରକୁ ନେଇ କଟାକ୍ଷ କରିଛି ଭାଜପା। ରାହୁଲ ଗାନ୍ଧୀଙ୍କୁ ଥାଇଲାଣ୍ଡ ପସନ୍ଦ। ଏଥିଲାଗି ସେଠାକାର ଫଟୋ ଘୋଷଣାପତ୍ରରେ ମୁଦ୍ରିତ ହୋଇଛି। ଦଳ ଜଳ ପରିଚାଳନାର ଫଟୋ ସ୍ଥାନରେ ନ୍ୟୁୟର୍କର ବଫାଲୋ ନଦୀର ଫଟୋ…
ବ୍ରହ୍ମପୁରରେ ପ୍ରଦୀପଙ୍କୁ ଟକ୍କର ଦେବେ ଭୃଗୁ ବକ୍ସି ପାତ୍ର
ଭୁବନେଶ୍ୱର,୩।୪: ବୁଧବାର ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଓ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି। ୨୭ ବିଧାନସଭା ଏବଂ ୫ ଲୋକସଭା ଆସନରେ ଆସନରେ ପ୍ରାର୍ଥୀ ଘୋଷଣା କରିଛି ଦଳ। ଏଥିରେ ସବୁଠୁ ଚର୍ଚ୍ଚିତ ନାଁ ରହିଛି ଭୃଗୁ ବକ୍ସି…
ବାଲେଶ୍ୱରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୧।୪: ବାଲେଶ୍ୱର ଲୋକ ସଭା ଆସନରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବର୍ତମାନର ବାଲେଶ୍ୱର ଏମପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ପ୍ରାର୍ଥୀ କରିଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ କଂଗ୍ରେସ…
ଭାଜପାରେ ସାମିଲ ହେଲେ ଆକାଶ ଦାସନାୟକ
ଭୁବନେଶ୍ୱର,୩୧।୩: ଭାଜପାରେ ସାମିଲ ହେଲେ ଆକାଶ ଦାସନାୟକ। ରବିବାର ଅପରାହ୍ନରେ ରାଜ୍ୟ ଭାଜପା କାର୍ଯ୍ୟାଳୟ ଆସି ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। ଶନିବାର ସେ ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। କୋରେଇର ପୂର୍ବତନ ବିଧାୟକ ଆକାଶଙ୍କୁ ବିଜେଡି ଗତ…
ଯାଜପୁରରୁ ଭାଜପା ଲୋକ ସଭା ପ୍ରାର୍ଥୀ ରବୀନ୍ଦ୍ର ନାରାୟଣ ବେହେରା
ଭୁବନେଶ୍ୱର,୩୦ା୩: ଓଡ଼ିଶା ପାଇଁ ବାକି ଥିବା ୩ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି(ଭାଜପା)। ଯାଜପୁରରୁ ଡ. ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ପ୍ରାର୍ଥୀ କରିଛି ଦଳ। ସେ ବର୍ତମାନ ରାଜ୍ୟ ଭାଜପାରେ କାର୍ଯ୍ୟକାରିଣୀର ସଦସ୍ୟ ଅଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ…
ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା
କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ତେବେ ଏହି ଦୁଇ ନେତା ଯୋଗ ଦେବା ପରେ ଭାଜପାକୁ…
ଭାଜପା ଛାଡ଼ିଲେ ପ୍ରକାଶ ବେହେରା
ଭୁବନେଶ୍ୱର,୨୯ା୩: ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାଜପା ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। କଟକ ଜିଲା ଭାଜପା ସଭାପତି…
କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ
ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼ ଲଢେଇ। ବିଜେଡିରୁ ଇସ୍ତଫା ଦେବା ପରେ ଭର୍ତ୍ତୃହରି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ଅନ୍ୟପଟେ…
ଭାଜପାରେ ମିଶିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ
ନୂଆଦିଲ୍ଲୀ,୨୮।୩: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଭାରତର ସବୁଠାରୁ ଧନୀ ମହିଳା ତଥା ହରିୟାଣାର ପୂର୍ବ ମନ୍ତ୍ରୀ ସାବିତ୍ରୀ ଜିନ୍ଦଲ(୮୪) ଭାଜପାରେ ସାମିଲ ହୋଇଛନ୍ତି। କିଛି ଦିନ ପୂର୍ବେ ତାଙ୍କ ବ୍ୟବସାୟୀ ପୁଅ ନବୀନ ଜିନ୍ଦଲ ଭାଜପାରେ ସାମିଲ ହୋଇଥିଲେ। ଗୁରୁବାର…
ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି
ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଦଳର ଦୁଇ ବରିଷ୍ଠ ନେତା ଯାଇ ବିରୋଧୀ କ୍ୟାମ୍ପରେ ଯୋଗ ଦେବା…
ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…
ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ ହୋଇପାରିବ। ତେବେ ଖୁବଶୀଘ୍ର ଓଡ଼ିଶାରେ ପରିବର୍ତ୍ତନ ହେବାକୁ ଯାଉଛି, ଯାହା ଆସିଲେ ଲୋକେ ଦେଖିପାରିବେ’।…
ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା,…
Archives


