Tag Archives: bjp

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର ବ୍ରହ୍ମପୁରରୁ ଲୋକ ସଭାକୁ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା…

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ହେଉଛି।  ଆଜି ଅପରାହ୍ନରେ ଦିଲ୍ଲୀରେ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ହେବାକୁ…

‘କାହିଁକି ସମ୍ବଲପୁରରୁ ଲଢ଼ିଲେ ବବି’, ରହିଛି ଦୁଇଟି କାରଣ!

ଭୁବନେଶ୍ୱର,୨୭।୩: ଆସନ୍ତା ସାଧାରଣ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନରେ ବଡ଼ ଲଢେଇ ଦେଖିବାକୁ ମିଳିବ। ରାଜ୍ୟ ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ର ଶିକ୍ଷା ଏବଂ ଉଦ୍ୟମତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ଲୋକସଭା ନିର୍ବାଚନ ଲଢ଼ିବା ଘୋଷଣା ହେବା…

ଭାଜପାର ଏହି ହେଭିଓ୍ବେଟ୍‌ ନେତାଙ୍କ ସହ ମୁହାଁମୁହିଁ ହେବେ ବିଜେଡିର ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୭ା୩: ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୧୮ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି। ସେହିପରି ବିଜୁ ଜନତା ଦଳ(ବିଜେଡି) ବୁଧବାର ନିଜର ପ୍ରଥମ ପର୍ଯ୍ୟାୟର…

ନାଁ ନନେଇ କଟାକ୍ଷ କଲେ ଅପରାଜିତା, ”ଯୋ ଡରଗୟା, ୱ ମରଗୟା”

ଭୁବନେଶ୍ୱର,୨୭।୩: ୯ ଲୋକ ସଭା ଆସନ ପାଇଁ ବିଜୁ ଜନତା ଦଳ(ବିଜେଡି) ବୁଧବାର ଟିକେଟ ଘୋଷଣା କରିଛି। ପୂର୍ବରୁ ବହୁ ଆଲୋଚନା ହେଉଥିଲେ ମଧ୍ୟ ଶ୍ରିମୟୀ ମିଶ୍ରଙ୍କୁ ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଟିକେଟ୍ ମିଳିନାହିଁ। ବରିଷ୍ଠ କଂଗ୍ରେସ ନେତା…

ଅପରାଜିତାଙ୍କୁ ଅଟକାଇବାକୁ ବଡ଼ ଚାଲ୍ ଚଲାଇଲା ବିଜେଡି, ଏବେ କଠିନ ହୋଇପାରେ ବିଜୟ ରାସ୍ତା

ଭୁବନେଶ୍ୱର,୨୭।୩: ବିଧାନସଭା ଏବଂ ଲୋକ ସଭା ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ୯ ଲୋକ ସଭା ଆସନ ପାଇଁ ଦଳ ଟିକେଟ ଘୋଷଣା କରିଛି। ଏଥିରେ ସବୁଠୁ ବଡ଼ ନାଁ…

ମଗାଇଲେ ପତିତପାବନ ବାନା, ଆସିଲା ଭାଜପା ପତାକା

ପୁରୀ,୨୫ା୩(ଅଜିତ୍‌ ମହାନ୍ତି): ଅନ୍‌ଲାଇନ୍‌ରେ ମଗାଇଲେ ପତିତପାବନ ବାନା, କିନ୍ତୁ ଆସିଲା ଭାରତୀୟ ଜନତା ଦଳ (ଭାଜପା)ର ପତାକା। ଫଳରେ ଠକେଇର ଶିକାର ହୋଇଥିବା ନେଇ ଅନ୍‌ଲାଇନ୍‌ ଆପ୍‌ ଆମାଜନ୍‌ ନାଁରେ ପୁରୀ ବାସେଳିସାହିର ଭଗବାନ ମହାପାତ୍ର ଅଭିଯୋଗ ଆଣିଛନ୍ତି। ଏ ସଂକ୍ରାନ୍ତରେ…

ସମ୍ବଲପୁରରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ୍ ନେତା, ଖୁବଶୀଘ୍ର ହୋଇପାରେ ଘୋଷଣା

ଭୁବନେଶ୍ୱର,୨୪।୩: ବିଜୁ ଜନତା ଦଳ(ବିଜେଡି) ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବାର ଅଧିକ ସମ୍ଭାବନା ରହିଛି। ଏହାରି ମଧ୍ୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ସମ୍ବଲପୁର ଲୋକସଭା ଆସନ ଏବଂ ଏହାର ୭…

ଅବକାରୀ ଘୋଟାଲା: ଗିରଫ ପରେ ଭାଜପାକୁ ୫ କୋଟି ଚାନ୍ଦା ଦେଲେ ଫାର୍ମା ମାଲିକ, ପରେ ହୋଇଗଲେ ସରକାରୀ ସାକ୍ଷୀ

ନୂଆଦିଲ୍ଲୀ,୨୪।୩: ଅବକାରୀ ନୀତି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଅରୋବିନ୍ଦ ଫାର୍ମା ନିର୍ଦ୍ଦେଶକ ପି ସାରଥ ଚନ୍ଦ୍ର ରେଡ୍ଡୀଙ୍କୁ ଗିରଫ ହେବାର ମାତ୍ର ପାଞ୍ଚ ଦିନ ପରେ ଅରୋବିନ୍ଦ ଫାର୍ମା ୨୦୨୨ ନଭେମ୍ବର ୧୫ ରେ ମୋଟ ୫…

ଏହି ଦୁଇ ଆସନ ପାଇଁ ହୋଇପାରିଲାନି ମେଣ୍ଟ

ଭୁବନେଶ୍ୱର,୨୩ା୩: ଦୀର୍ଘଦିନ ଧରି ଓଡ଼ିଶାରେ ଲାଗି ରହିଥିବା ଭାଜପା-ବିଜେଡି ମେଣ୍ଟରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଏକାକୀ ନିର୍ବାଚନ ଲଢ଼ିବାକୁ ଘୋଷଣା କରିବା ପରେ ଦୁଇ ଦଳ ମଧ୍ୟରେ ହେବାକୁ ଥିବା ମେଣ୍ଟ ଦ୍ୱନ୍ଦ୍ୱ ଦୂର…

ଅପରାଜିତାଙ୍କ ବଡ଼ ବୟାନ: କହିଲେ ‘ମେଣ୍ଟକୁ ନେଇ ବିଜେଡିର ନିବେଦନକୁ ଭାଜପା ପ୍ରତ୍ୟାଖ୍ୟାନ କରିଛି’

ଭୁବନେଶ୍ୱର,୨୨।୩: ରାଜ୍ୟରେ ଭାଜପା ସହ ମେଣ୍ଟ କରିବାକୁ ବିଜେଡି ନିବେଦନ କରିଥିଲା। କିନ୍ତୁ ଭାଜପା ବିଜେଡିର ନିବେଦନକୁ ପ୍ରତ୍ୟାଖ୍ୟାନ କରିଛି ବୋଲି ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ରାଜ୍ୟରେ କିଛି ଦିନ ଧରି ଜାରି ରହିଥିବା ବିଜେଡି-ଭାଜପା…

କାହିଁକି ବିଜେଡି-ବିଜେପି ମେଣ୍ଟ ଆଲୋଚନାରେ ଅଟକିଛି

ଭୁବନେଶ୍ୱର,୨୧।୩: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ହେବାକୁ ଥିବା ସମ୍ଭାବ୍ୟ ମେଣ୍ଟ ଆସନ ଭାଗବଣ୍ଟାରେ ଅଟକିଛି। ରାଜ୍ୟରେ ଏକା ସାଙ୍ଗରେ ହେବାକୁ ଥିବା ବିଧାନସଭା ଏବଂ ଲୋକସଭା ନିର୍ବାଚନକୁ ଆଉ ଗୋଟିଏ ସପ୍ତାହ ବାକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri