ରାଜନୀତିର ହଟ୍ସ୍ପଟ୍ ଗୋପାଳପୁର: ପ୍ରଚାର ମଇଦାନକୁ ଓହ୍ଲାଇଲା ଭାଜପା
ଗୋପାଳପୁର,୨୧ା୪(ନବୀନ ରାଜ ଆଚାରୀ): ରାଜ୍ୟ ରାଜନୀତିରେ ହଟସ୍ପଟ୍ ରୂପେ ପରିଚିତ ଗୋପାଳପୁର ନିର୍ବାଚନ ମଣ୍ଡଳୀ। ଏଠାରେ କେଉଁ ଦଳର ପ୍ରାର୍ଥୀ ବାଜି ମାରିବେ ସେ ନେଇ ସମସ୍ତଙ୍କ ନଜର ରହିଛି। ଅନ୍ୟ ପଟେ ଦିନକୁ ଦିନ ରାଜନୀତି ତାତି ବି ବଢ଼ିବାରେ…
ନିର୍ବାଚନ ୨୦୨୪: ବିଜେଡି, ଭାଜପା ଏବଂ କଂଗ୍ରେସ ଏପର୍ଯ୍ୟନ୍ତ ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହାଁନ୍ତି
ଭୁବନେଶ୍ୱର,୨୧।୪: ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇଥଲା ବେଳେ ଏପର୍ଯ୍ୟନ୍ତ କିଛି ବିଧାନସଭା କ୍ଷେତ୍ର ପାଇଁ ବିଜେଡି, ଭାଜପା ଏବଂ କଂଗ୍ରେସ ସମେତ ତିନି ପ୍ରମୁଖ ଦଳ ଟିକେଟ ଘୋଷଣା କରିନାହାଁନ୍ତି। ରିପୋର୍ଟ ଅନୁଯାୟୀ, ଶାସକ ବିଜେଡି…
ନିର୍ବାଚନର ଗୋଟିଏ ଦିନ ପରେ ଭାଜପା ପ୍ରାର୍ଥୀଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୨୦ା୪: ପ୍ରଥମ ପର୍ଯ୍ୟାୟ ନିର୍ବାଚନର ଗୋଟିଏ ଦିନ ପରେ ମୃତ୍ୟୁ ବରଣ କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ଲୋକ ସଭା ପ୍ରାର୍ଥୀ। ଉତ୍ତରପ୍ରଦେଶ ମୋରାବାଦର ପ୍ରାର୍ଥୀ ସର୍ଭେଶ ସିଂ, ଯିଏ ପାଞ୍ଚଥର ବିଧାୟକ ଏବଂ ଗୋଟିଏ ଥର ଏମପି ଥିଲେ ତାଙ୍କର…
ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…
ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା ବିଜେଡି,ଭାଜପା ଏବଂ କଂଗ୍ରେସ ଉପରେ ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ଏହି ପ୍ରମୁଖ ଦଳ…
ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ
ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ, ଭାଜପାରୁ ପ୍ରାର୍ଥୀ ହୋଇଥିବା ଅଖିଳ ଚନ୍ଦ୍ର ନାୟକଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରି ଏହି ସମାବେଶ…
ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!
ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ ନ ମିଳିବା ଆଶଙ୍କାରେ ଦଳ ଡିଆଁ ମାରୁଛନ୍ତି। ଏବେ ଚର୍ଚ୍ଚା ହେଉଛି ଯେ ପୂର୍ବତନ…
ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି
ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଧିବଦ୍ଧ…
ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା
ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା ଦିଲୀପ ରାୟଙ୍କୁ ଟିକେଟ ଦେଇଛି । ସେହିଭଳି ଜଗତସିଂହପୁରରୁ ଅମରେନ୍ଦ୍ର ଦାସ, ରଣପୁରରୁ ସୁରମା…
ଜଗତ୍ସିଂହପୁର, ବାଲିକୁଦା-ଏରସମାରେ ଝଡ଼ ପୂର୍ବର ନୀରବତା
ଜଗତ୍ସିଂହପୁର,୧୫ା୪ (ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ଜିଲାରେ ଜଗତ୍ସିଂହପୁର ଓ ବାଲିକୁଦା-ଏରସମା ବିଧାନସଭା ଆସନରେ ଟିକେଟରୁ ବଞ୍ଚତ୍ତ କେତେଜଣ ନେତା ଅନ୍ୟ ଦଳ କିମ୍ବା ସ୍ବାଧୀନ ପ୍ରାର୍ଥୀ ହେବାକୁ ମନସ୍ଥ କରିଥିବା ଆଲୋଚନା ହେଉଛି। ଏଭଳି ହେଲେ ନିର୍ବାଚନୀ ଝଡ଼ ନିର୍ଣ୍ଣାୟକ…
କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଇଦାନରେ ୩ ପ୍ରମୁଖ ପ୍ରାର୍ଥୀ
କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ରାଜନୈତିକ ସମ୍ବେଦନଶୀଳ କେନ୍ଦ୍ରାପଡ଼ା ଜିଲାରେ ସାମ୍ପ୍ରତିକ ଖରା ତାତିଠାରୁ ଆହୁରି ଅଧିକ ରାଜନୀତି ତାତି ରହିଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ଲୋକ ସଭା ପ୍ରାର୍ଥୀ ଘୋଷଣା ପରେ ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସାଧାରଣ…
ବିଧାନସଭା ଆସନ: କାହାର କେତେ ଘୋଷଣା ବାକି
ଭାଜପାର ୩୫ ରାଉରକେଲା, ତେଲକୋଇ, ଘସିପୁରା, ପାଟଣା, ଚମ୍ପୁଆ, ସାରସକଣା, ରାଇରଙ୍ଗପୁର, କରଞ୍ଜିଆ, ବାଙ୍ଗିରିପୋଷି, ଭୋଗରାଇ, ବସ୍ତା, ନୀଳଗିରି, ଭଣ୍ଡାରିପୋଖରୀ, ବାସୁଦେବପୁର, ବରୀ, ହିନ୍ଦୋଳ, ଝରିଗଁା, ଡାବୁଗଁା, ବାରବାଟୀ-କଟକ, ସାଲେପୁର, କେନ୍ଦ୍ରାପଡ଼ା, ରାଜନଗର, ବାଲିକୁଦା-ଏରସମା, ଜଗତ୍ସିଂହପୁର, କାକଟପୁର, ବେଗୁନିଆ, ଖୋର୍ଦ୍ଧା, ସାନଖେମୁଣ୍ଡି,…
ମୋଦିଙ୍କ ୨୪ ଗ୍ୟାରେଣ୍ଟି, କଂଗ୍ରେସର ୧୦ ନ୍ୟାୟ; ଏହି ସବୁ ଏଜେଣ୍ଡା ନେଇ ଲୋକ ସଭା ନିର୍ବାଚନ ଲଢ଼ିବେ ଦୁଇ ଦଳ
ନୂଆଦିଲ୍ଲୀ,୧୪।୪: ଲୋକସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଏହାର ଇସ୍ତାହାର ଜାରି କରିଛି। ନିର୍ବାଚନ ପାଇଁ ଇସ୍ତାହାରରେ ଅନେକ ବଡ ଘୋଷଣା କରାଯାଇଛି। ଭାଜପା ମନିଫେଷ୍ଟୋରେ ୨୪ ଟି ଗ୍ୟାରେଣ୍ଟି ଦିଆଯାଇଛି। ଏଥି ମଧ୍ୟରେ ଗରିବ ପରିବାରକୁ ସେବା ଗ୍ୟାରେଣ୍ଟି,…
Archives


