ଭାଜପାର ଏହି ହେଭିଓ୍ବେଟ୍ ନେତାଙ୍କ ସହ ମୁହାଁମୁହିଁ ହେବେ ବିଜେଡିର ଏହି ହେଭିଓ୍ବେଟ୍ ନେତା
ଭୁବନେଶ୍ୱର,୨୭ା୩: ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୧୮ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି। ସେହିପରି ବିଜୁ ଜନତା ଦଳ(ବିଜେଡି) ବୁଧବାର ନିଜର ପ୍ରଥମ ପର୍ଯ୍ୟାୟର…
ନାଁ ନନେଇ କଟାକ୍ଷ କଲେ ଅପରାଜିତା, ”ଯୋ ଡରଗୟା, ୱ ମରଗୟା”
ଭୁବନେଶ୍ୱର,୨୭।୩: ୯ ଲୋକ ସଭା ଆସନ ପାଇଁ ବିଜୁ ଜନତା ଦଳ(ବିଜେଡି) ବୁଧବାର ଟିକେଟ ଘୋଷଣା କରିଛି। ପୂର୍ବରୁ ବହୁ ଆଲୋଚନା ହେଉଥିଲେ ମଧ୍ୟ ଶ୍ରିମୟୀ ମିଶ୍ରଙ୍କୁ ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଟିକେଟ୍ ମିଳିନାହିଁ। ବରିଷ୍ଠ କଂଗ୍ରେସ ନେତା…
ଅପରାଜିତାଙ୍କୁ ଅଟକାଇବାକୁ ବଡ଼ ଚାଲ୍ ଚଲାଇଲା ବିଜେଡି, ଏବେ କଠିନ ହୋଇପାରେ ବିଜୟ ରାସ୍ତା
ଭୁବନେଶ୍ୱର,୨୭।୩: ବିଧାନସଭା ଏବଂ ଲୋକ ସଭା ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ୯ ଲୋକ ସଭା ଆସନ ପାଇଁ ଦଳ ଟିକେଟ ଘୋଷଣା କରିଛି। ଏଥିରେ ସବୁଠୁ ବଡ଼ ନାଁ…
ମଗାଇଲେ ପତିତପାବନ ବାନା, ଆସିଲା ଭାଜପା ପତାକା
ପୁରୀ,୨୫ା୩(ଅଜିତ୍ ମହାନ୍ତି): ଅନ୍ଲାଇନ୍ରେ ମଗାଇଲେ ପତିତପାବନ ବାନା, କିନ୍ତୁ ଆସିଲା ଭାରତୀୟ ଜନତା ଦଳ (ଭାଜପା)ର ପତାକା। ଫଳରେ ଠକେଇର ଶିକାର ହୋଇଥିବା ନେଇ ଅନ୍ଲାଇନ୍ ଆପ୍ ଆମାଜନ୍ ନାଁରେ ପୁରୀ ବାସେଳିସାହିର ଭଗବାନ ମହାପାତ୍ର ଅଭିଯୋଗ ଆଣିଛନ୍ତି। ଏ ସଂକ୍ରାନ୍ତରେ…
ସମ୍ବଲପୁରରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ୍ ନେତା, ଖୁବଶୀଘ୍ର ହୋଇପାରେ ଘୋଷଣା
ଭୁବନେଶ୍ୱର,୨୪।୩: ବିଜୁ ଜନତା ଦଳ(ବିଜେଡି) ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବାର ଅଧିକ ସମ୍ଭାବନା ରହିଛି। ଏହାରି ମଧ୍ୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ସମ୍ବଲପୁର ଲୋକସଭା ଆସନ ଏବଂ ଏହାର ୭…
ଅବକାରୀ ଘୋଟାଲା: ଗିରଫ ପରେ ଭାଜପାକୁ ୫ କୋଟି ଚାନ୍ଦା ଦେଲେ ଫାର୍ମା ମାଲିକ, ପରେ ହୋଇଗଲେ ସରକାରୀ ସାକ୍ଷୀ
ନୂଆଦିଲ୍ଲୀ,୨୪।୩: ଅବକାରୀ ନୀତି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଅରୋବିନ୍ଦ ଫାର୍ମା ନିର୍ଦ୍ଦେଶକ ପି ସାରଥ ଚନ୍ଦ୍ର ରେଡ୍ଡୀଙ୍କୁ ଗିରଫ ହେବାର ମାତ୍ର ପାଞ୍ଚ ଦିନ ପରେ ଅରୋବିନ୍ଦ ଫାର୍ମା ୨୦୨୨ ନଭେମ୍ବର ୧୫ ରେ ମୋଟ ୫…
ଏହି ଦୁଇ ଆସନ ପାଇଁ ହୋଇପାରିଲାନି ମେଣ୍ଟ
ଭୁବନେଶ୍ୱର,୨୩ା୩: ଦୀର୍ଘଦିନ ଧରି ଓଡ଼ିଶାରେ ଲାଗି ରହିଥିବା ଭାଜପା-ବିଜେଡି ମେଣ୍ଟରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଏକାକୀ ନିର୍ବାଚନ ଲଢ଼ିବାକୁ ଘୋଷଣା କରିବା ପରେ ଦୁଇ ଦଳ ମଧ୍ୟରେ ହେବାକୁ ଥିବା ମେଣ୍ଟ ଦ୍ୱନ୍ଦ୍ୱ ଦୂର…
ଅପରାଜିତାଙ୍କ ବଡ଼ ବୟାନ: କହିଲେ ‘ମେଣ୍ଟକୁ ନେଇ ବିଜେଡିର ନିବେଦନକୁ ଭାଜପା ପ୍ରତ୍ୟାଖ୍ୟାନ କରିଛି’
ଭୁବନେଶ୍ୱର,୨୨।୩: ରାଜ୍ୟରେ ଭାଜପା ସହ ମେଣ୍ଟ କରିବାକୁ ବିଜେଡି ନିବେଦନ କରିଥିଲା। କିନ୍ତୁ ଭାଜପା ବିଜେଡିର ନିବେଦନକୁ ପ୍ରତ୍ୟାଖ୍ୟାନ କରିଛି ବୋଲି ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ। ରାଜ୍ୟରେ କିଛି ଦିନ ଧରି ଜାରି ରହିଥିବା ବିଜେଡି-ଭାଜପା…
କାହିଁକି ବିଜେଡି-ବିଜେପି ମେଣ୍ଟ ଆଲୋଚନାରେ ଅଟକିଛି
ଭୁବନେଶ୍ୱର,୨୧।୩: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ହେବାକୁ ଥିବା ସମ୍ଭାବ୍ୟ ମେଣ୍ଟ ଆସନ ଭାଗବଣ୍ଟାରେ ଅଟକିଛି। ରାଜ୍ୟରେ ଏକା ସାଙ୍ଗରେ ହେବାକୁ ଥିବା ବିଧାନସଭା ଏବଂ ଲୋକସଭା ନିର୍ବାଚନକୁ ଆଉ ଗୋଟିଏ ସପ୍ତାହ ବାକି…
ଭାଜପା ଟିକେଟ ଆଶାରେ ୪ ଆଶାୟୀ
ଭଣ୍ଡାରିପୋଖରୀ, ୨୧।୩(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୯ରୁ ଏହି ଆସନକୁ ବିଜେଡି ଅକ୍ତିଆର କରିଆସିଛି। ବିଜେଡିର ବରିଷ୍ଠ ନେତା ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଏହି ଆସନରୁ କ୍ରମାଗତ ୩ ଥର ବିଧାୟକ ନିର୍ବାଚିତ ହୋଇଆସୁଛନ୍ତି।…
ଭାଜପାରେ ଆରମ୍ଭ ହେଲା ତୁତୁମେମେ, ଟିକେଟ ନ ମିଳିବାରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ନେତା ଖୋଲିଲେ ଗୁମର
ନୂଆଦିଲ୍ଲୀ,୨୦।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ରାଜନୈତିକ ଦଙ୍ଗା ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଦକ୍ଷିଣ ଭାରତୀୟ ରାଜ୍ୟ କର୍ନାଟକରେ ଭାଜପାର ରାସ୍ତା କଷ୍ଟକର ହୋଇପଡ଼ିଛି, କାରଣ ଟିକେଟ ଘୋଷଣା ପରେ ଅନେକ ବଡ଼…
ଦିଲ୍ଲୀରେ ଭାଜପା ନେତାଙ୍କ ଡେରା, ପ୍ରାର୍ଥୀ ତାଲିକା ଉପରେ ରାଜ୍ୟବାସୀଙ୍କ ନଜର
ଭୁବନେଶ୍ୱର, ୧୯।୩(ସୁନିତ ମିଶ୍ର): ଓଡ଼ିଶାରେ ବିଜେଡି-ଭାଜପା ମେଣ୍ଟ ହେବ ନା ନାହିଁ ତାହା ଉପରୁ ପରଦା ଉଠିପାରୁନାହିଁ। କୌଣସି ସ୍ପଷ୍ଟ ସୂଚନା ମିଳୁ ନ ଥିବାରୁ ଏଯାବତ ରାଜନୈତିକ ଦଳର କର୍ମୀ ଏବଂ ନେତାଙ୍କ ମନରୁ ମେଣ୍ଟ ଦ୍ୱନ୍ଦ୍ୱ ଦୂର ହେଉନାହିଁ।…
Archives


