Tag Archives: bjp

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା ବିଜେଡି,ଭାଜପା ଏବଂ କଂଗ୍ରେସ ଉପରେ ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ଏହି ପ୍ରମୁଖ ଦଳ…

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ, ଭାଜପାରୁ ପ୍ରାର୍ଥୀ ହୋଇଥିବା ଅଖିଳ ଚନ୍ଦ୍ର ନାୟକଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରି ଏହି ସମାବେଶ…

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ ନ ମିଳିବା ଆଶଙ୍କାରେ ଦଳ ଡିଆଁ ମାରୁଛନ୍ତି। ଏବେ ଚର୍ଚ୍ଚା ହେଉଛି ଯେ ପୂର୍ବତନ…

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଧିବଦ୍ଧ…

ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା

ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା ଦିଲୀପ ରାୟଙ୍କୁ ଟିକେଟ ଦେଇଛି । ସେହିଭଳି ଜଗତସିଂହପୁରରୁ ଅମରେନ୍ଦ୍ର ଦାସ, ରଣପୁରରୁ ସୁରମା…

ଜଗତ୍‌ସିଂହପୁର, ବାଲିକୁଦା-ଏରସମାରେ ଝଡ଼ ପୂର୍ବର ନୀରବତା

ଜଗତ୍‌ସିଂହପୁର,୧୫ା୪ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାରେ ଜଗତ୍‌ସିଂହପୁର ଓ ବାଲିକୁଦା-ଏରସମା ବିଧାନସଭା ଆସନରେ ଟିକେଟରୁ ବଞ୍ଚତ୍ତ କେତେଜଣ ନେତା ଅନ୍ୟ ଦଳ କିମ୍ବା ସ୍ବାଧୀନ ପ୍ରାର୍ଥୀ ହେବାକୁ ମନସ୍ଥ କରିଥିବା ଆଲୋଚନା ହେଉଛି। ଏଭଳି ହେଲେ ନିର୍ବାଚନୀ ଝଡ଼ ନିର୍ଣ୍ଣାୟକ…

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଇଦାନରେ ୩ ପ୍ରମୁଖ ପ୍ରାର୍ଥୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ରାଜନୈତିକ ସମ୍ବେଦନଶୀଳ କେନ୍ଦ୍ରାପଡ଼ା ଜିଲାରେ ସାମ୍ପ୍ରତିକ ଖରା ତାତିଠାରୁ ଆହୁରି ଅଧିକ ରାଜନୀତି ତାତି ରହିଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ଲୋକ ସଭା ପ୍ରାର୍ଥୀ ଘୋଷଣା ପରେ ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସାଧାରଣ…

ବିଧାନସଭା ଆସନ: କାହାର କେତେ ଘୋଷଣା ବାକି

ଭାଜପାର ୩୫ ରାଉରକେଲା, ତେଲକୋଇ, ଘସିପୁରା, ପାଟଣା, ଚମ୍ପୁଆ, ସାରସକଣା, ରାଇରଙ୍ଗପୁର, କରଞ୍ଜିଆ, ବାଙ୍ଗିରିପୋଷି, ଭୋଗରାଇ, ବସ୍ତା, ନୀଳଗିରି, ଭଣ୍ଡାରିପୋଖରୀ, ବାସୁଦେବପୁର, ବରୀ, ହିନ୍ଦୋଳ, ଝରିଗଁା, ଡାବୁଗଁା, ବାରବାଟୀ-କଟକ, ସାଲେପୁର, କେନ୍ଦ୍ରାପଡ଼ା, ରାଜନଗର, ବାଲିକୁଦା-ଏରସମା, ଜଗତ୍‌ସିଂହପୁର, କାକଟପୁର, ବେଗୁନିଆ, ଖୋର୍ଦ୍ଧା, ସାନଖେମୁଣ୍ଡି,…

ମୋଦିଙ୍କ ୨୪ ଗ୍ୟାରେଣ୍ଟି, କଂଗ୍ରେସର ୧୦ ନ୍ୟାୟ; ଏହି ସବୁ ଏଜେଣ୍ଡା ନେଇ ଲୋକ ସଭା ନିର୍ବାଚନ ଲଢ଼ିବେ ଦୁଇ ଦଳ

ନୂଆଦିଲ୍ଲୀ,୧୪।୪: ଲୋକସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଏହାର ଇସ୍ତାହାର ଜାରି କରିଛି। ନିର୍ବାଚନ ପାଇଁ ଇସ୍ତାହାରରେ ଅନେକ ବଡ ଘୋଷଣା କରାଯାଇଛି। ଭାଜପା ମନିଫେଷ୍ଟୋରେ ୨୪ ଟି ଗ୍ୟାରେଣ୍ଟି ଦିଆଯାଇଛି। ଏଥି ମଧ୍ୟରେ ଗରିବ ପରିବାରକୁ ସେବା ଗ୍ୟାରେଣ୍ଟି,…

ନାମାଙ୍କନ ନ ହେଉଣୁ ବଢ଼ିଲାଣି ନିର୍ବାଚନୀ ତାତି, ଗୋଟିଏ ଦଳକୁ ଟାର୍ଗେଟ କରୁଛି ଆଉ ଏକ ଦଳ

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ଣତା ସେତିକି ବଢ଼ିବାରେ ଲାଗିଛି। ବରଗଡ଼ ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହିଁ । ବରଗଡ଼ର ଏକ ହୋଟେଲ ସମ୍ମିଳନୀ କକ୍ଷରେ ଭାଜପାର ମିଶ୍ରଣ ପର୍ବରେ ଦଳର ଜିଲା ସଭାପତି…

ଗାନ୍ଧୀନଗରରୁ ଶାହାଙ୍କୁ ଟକ୍କର ଦେବେ…

ନୂଆଦିଲ୍ଲୀ,୧୩ା୪: ଗୁଜରାଟର ଗାନ୍ଧୀନଗର ଲୋକ ସଭା ନିର୍ବାଚନ ମଣ୍ଡଳୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିପକ୍ଷରେ କଂଗ୍ରେସରୁ ସୋନାଲ ପଟେଲ ଲଢ଼େଇ କରିବେ। ସୋନାଲ କହିଛନ୍ତି, ବରିଷ୍ଠ ଭାଜପା ନେତାଙ୍କ ବିରୋଧରେ ନିର୍ବାଚନ ଲଢ଼ିବାକୁ ସେ ଆଦୌ ଦ୍ୱିଧା କରୁନାହାନ୍ତି…

”ହିଂଜିଳିରୁ ଲଢ଼ିବାକୁ ଇଛାଥିଲା, ମିଳିଲାନି ଟିକେଟ୍”: ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର,୧୨।୪: ଚିଲିକା ବିଧାୟକ ତଥା ଭାଜପା ନେତା ପ୍ରଶାନ୍ତ ଜଗଦ୍ଦେବ ପୁଣି ଦେଇଛନ୍ତି ବିସ୍ପୋରକ ବୟାନ। ‘ମୁଖ୍ୟମନ୍ତ୍ରୀ ନବୀନଙ୍କ ବିରୋଧରେ ହିଂଜିଳିରୁ ଆସନରୁ ସେ ଲଢ଼ିବାକୁ ଚାହୁଁଥିବା କହିଛନ୍ତି। ଦଳ ମୋତେ ହିଂଜିଳି ପାଇଁ ପ୍ରାର୍ଥୀ କରିଲା ନାହିଁ’। ଆଗାମୀ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?