ବବି ଦାସଙ୍କୁ ଆକାଶ ଦାସ ନାୟକଙ୍କ ଖୋଲା ଚ୍ୟାଲେଞ୍ଜ, କହିଲେ ଯଦି ମୋ’ ବିରୋଧରେ ଲଢ଼େଇ କରିବେ ତା’ହେଲେ…
ଭୁବନେଶ୍ୱର,୨୧ା୯: ବିଜେଡି ନେତା ବବି ଦାସଙ୍କ କୋରେଇ ଫେରିବା ମନ୍ତବ୍ୟକୁ ନେଇ ଭାଜପା ବିଧାୟକ ଆକାଶ ଦାସ ନାୟକ କଡ଼ା କାଉଣ୍ଟର କରିଛନ୍ତି। ବବିଙ୍କ ଯାଜପୁର ଦେବକୀ ଓ କୋରେଇ ଯଶୋଦା ମା’ ମନ୍ତବ୍ୟକୁ ନେଇ ଆକାଶ କହିଛନ୍ତି, କ୍ଷମତାର...
ଏହି କାରଣରୁ ବାତିଲ ହୋଇଗଲା ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ
ନୂଆଦିଲ୍ଲୀ,୨୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଯାଇଛି। ଆସନ୍ତା ୨୭ ତାରିଖରେ ଗଞ୍ଜାମ ଗସ୍ତରେ ଆସିଥାନ୍ତେ ପ୍ରଧାନମନ୍ତ୍ରୀ। ତେବେ ବର୍ଷା ସମ୍ଭାବନାକୁ ନେଇ ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଛି। ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ହୋଇପାରେ...
ନୂଆପଡ଼ା ଉପନିର୍ବାଚନକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ମନମୋହନ, କହିଲେ ଏଥର…
ଭୁବନେଶ୍ୱର,୨୧ା୯: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ କରିବାକୁ ସମ୍ବଲପୁରରେ ପହଞ୍ଚିଛନ୍ତି। ଏହି ସମୟରେ ମନମୋହନ ନୂଆପଡ଼ା ଉପନିର୍ବାଚନକୁ ନେଇ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଏଥର...
ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ତୋମାରଙ୍କ ବଡ଼ ସୂଚନା: କହିଲେ ଏହି ମାସରେ ହେବ ବହୁତ କିଛି…
ଭୁବନେଶ୍ୱର,୧୩ା୯: ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ମାସରେ ବହୁତ କିଛି ନୂଆ ହେବାକୁ ଯାଉଛି। ବୋର୍ଡ ନିଗମ, ମନ୍ତ୍ରିମଣ୍ଡଳ ସାମ୍ପ୍ରସାରଣ ହେବା ନେଇ ମଧ୍ୟ...
ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଭାଜପାକୁ ଝଟକା ଦେବା ଭଳି ବୟାନ ଦେଲେ ସଞ୍ଜୟ ରାଉତ, କହିଲେ…
ନୂଆଦିଲ୍ଲୀ,୮।୯: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ମଧ୍ୟରେ, ବିରୋଧୀ ମେଣ୍ଟ ଇଣ୍ଡିଆ ଆଜି (ସେପ୍ଟେମ୍ବର ୮) ଏହାର ଏମପିମାନଙ୍କ ପାଇଁ ଏକ ମକ ପୋଲ ଆୟୋଜନ କରିଛି। ଏହି ଅଭ୍ୟାସ ପୁରୁଣା ସଂସଦ ଭବନରେ ଅପରାହ୍ନ ୨ଟା ୩୦ରେ ହେବ,...
ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ: ଉଭୟ ଶାସକ-ବିରୋଧୀ ମଧ୍ୟରେ ତତ୍ପରତା ପ୍ରକାଶ
ନୂଆଦିଲ୍ଲୀ,୮ା୯: ଉପରାଷ୍ଟ୍ରପତି ନିର୍ବାଚନ ମଙ୍ଗଳବାର ହେବାକୁ ଥିବାବେଳେ ଏଥିପାଇଁ ଶାସକ ଓ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଦେଇଛି। ଭାଜପା ନେତୃତ୍ୱାଧୀନ ଏନ୍ଡିଏର ଏମ୍ପିମାନେ ଶକ୍ତି ପ୍ରଦର୍ଶନ ପାଇଁ ରବିବାରଠାରୁ ୨ ଦିନିଆ କର୍ମଶାଳାରେ ଏକାଠି ହୋଇଛନ୍ତି। ପାର୍ଲାମେଣ୍ଟ କମ୍ପ୍ଲେକ୍ସର...
ପୁଣି ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ପୂର୍ବରୁ ଅଛନ୍ତି ମନମୋହନ, ହୋଇପାରେ କିଛି ବଡ଼ଧରଣର…
ଭୁବନେଶ୍ୱର,୮ା୯: ସୋମବାର ପୁଣି ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅନେକ ଚର୍ଚ୍ଚା ହେଉଛି। ସେଠାରେ...
‘ବି’ରେ ବିଡ଼ି ‘ବି’ରେ ବିହାରରୁ ଏବେ ‘ସି’ରେ କଂଗ୍ରେସ ‘ସି’ରେ କରପଶନ ପର୍ଯ୍ୟନ୍ତ ପହଞ୍ଚିଲାଣି ରାଜନୀତି, ଜାଣନ୍ତୁ କ’ଣ ଏହି ବିବାଦ
ନୂଆଦିଲ୍ଲୀ,୫।୯: କେରଳ କଂଗ୍ରେସ କେନ୍ଦ୍ର ସରକାରଙ୍କ GST ସଂସ୍କାର ସମ୍ପର୍କରେ ସୋସିଆଲ ମିଡିଆରେ ପୋଷ୍ଟ କରି ବିବାଦ ସୃଷ୍ଟି କରିଛି। କିନ୍ତୁ, ବର୍ତ୍ତମାନ ଏହି ପୋଷ୍ଟକୁ X ରୁ ହଟାଇ ଦିଆଯାଇଛି। ତମାଖୁ ଉତ୍ପାଦ ଉପରେ GST ହ୍ରାସକୁ ଉଦ୍ଧୃତ...
୭ ଦିନିଆ ଗଞ୍ଜାମ ଗସ୍ତରେ ଏଆଇସିସି ସଭ୍ୟ: ଭାଜପା-କଂଗ୍ରେସ ସଂଗଠନ ସଜାଡ଼ିବାରେ ବ୍ୟସ୍ତ, ବିଜେଡି ନୀରବ
ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ଗତ ସାଧାରଣ ନିର୍ବାଚନରେ ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ବିଜେଡିର ପରାଜୟ ସହ ଭାଜପାରୁ ବିଧାୟକ ଭାବେ ପ୍ରଦ୍ୟୁମ୍ନ କୁମାର ନାୟକ ନିର୍ବାଚିତ ହୋଇଥିଲେ। ଏହାପରେ ପ୍ରଦ୍ୟୁମ୍ନ ଦଳକୁ ଆହୁରି ଶକ୍ତିଶାଳୀ କରିବା ପାଇଁ ଲାଗି ପଡ଼ିଥିଲେ। ଫଳରେ...
ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତକୁ ନେଇ ଜୋର୍ଦାର ଚର୍ଚ୍ଚା, ଏସବୁ ଉପରେ ହୋଇପାରେ ବଡ଼ ଆଲୋଚନା
ଭୁବନେଶ୍ୱର,୩ା୯: ବୁଧବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। କିଛି କେନ୍ଦ୍ରୀୟ ନେତାଙ୍କୁ ଭେଟିବା ନେଇ କାର୍ଯ୍ୟକ୍ରମ ରହିଥିବା ସୂଚନାରୁ ଜଣାପଡ଼ିଛି। ତେବେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଥିବା ବେଳେ ସଭାପତିଙ୍କ ଏହି ଗସ୍ତକୁ ନେଇ...
‘କପି ପେଷ୍ଟ ଶାସନ ଧାରା ଜାରି ରଖିଛି ଭାଜପା’
ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ସହରୀକରଣର ନୂଆ ଅଭିଯାନ ଅନ୍ତର୍ଗତ ଏନ୍ଏସି ଓ ମ୍ୟୁନିସିପାଲିଟି ଘୋଷଣା କଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହୁଥିବା ବେଳେ ବାସ୍ତବରେ ଏଥିରେ କୌଣସି ନୂତନତା ନାହିଁ ବୋଲି ବିଜେଡି କହିଛି। ଏଥିରୁ ଅଧିକାଂଶ ଘୋଷଣା ପୂର୍ବରୁ...
ଦେଶବାସୀ ସହି ପାରିବେନି ମୋଦିଙ୍କ ଅପମାନ: ଭାଜପା
ନୂଆଦିଲ୍ଲୀ,୩୦।୮: ବିହାରରେ କଂଗ୍ରେସ ଦଳର ମଞ୍ଚରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବର୍ଗତ ମାଆଙ୍କ ପାଇଁ ଅପମାନଜନକ ଭାଷା ବ୍ୟବହାର କରାଯାଇଥିଲା। ସେବେଠାରୁ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଏହି ମାମଲାର ଅଭିଯୁକ୍ତ ରଫିକ ରିଜଭି ଓରଫ ରାଜାଙ୍କୁ ଗିରଫ କରାଯାଇଛି।...
Archives


