Tag Archives: bjp

Video: ମେଣ୍ଟ ପାଇଁ ହୋଇନାହିଁ ଆଲୋଚନା, ଦିଲ୍ଲୀରୁ ଫେରି ମନମୋହନ ସାମଲଙ୍କ ସୂଚନା

ଭୁବନେଶ୍ୱର,୮।୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ଦୀର୍ଘ ୧୫ ବର୍ଷ ପରେ ପୁଣି ମେଣ୍ଟ ହେଉଥିବା ଆଲୋଚନା ହେଉଛି। ଏହାରି ମଧ୍ୟରେ ଦିଲ୍ଲୀରୁ ଫେରି ଗଣମାଧ୍ୟମ ଆଗରେ ବଡ ବୟାନ ଦେଇଛନ୍ତି ଭାଜପା ସଭାପତି ମନମୋହନ ସାମଲ। ”ଦିଲ୍ଲୀ ଗସ୍ତ…

‘ଆମେ ଏକା ଲଢ଼ିଲେ ଭଲ କରିବୁ’

ଭୁବନେଶ୍ୱର,୮ା୩: ରାଜ୍ୟରେ ଆସନ୍ତା ନିର୍ବାଚନ ପାଇଁ ବିଜେଡି ଏବଂ ଭାଜପା ମଧ୍ୟରେ ମେଣ୍ଟ ସମ୍ଭାବନାକୁ ନେଇ ନାନା ଆଲୋଚନା ହେଉଛି। ଶାସକ ବିଜେଡି ଓ ମୁଖ୍ୟ ବିରୋଧୀ ଭାଜପା ଏକାଠି ଲଢ଼ିବାକୁ ଅନେକେ ନାପସନ୍ଦ କରି ସୋସିଆଲ ମିଡିଆରେ ମନ୍ତବ୍ୟ ଦେଉଛନ୍ତି।…

ଏଥର ଭିନ୍ନ ଫର୍ମୂଲା: ମେଣ୍ଟ ହେବ, ମାତ୍ର ସରକାରରେ ସାମିଲ ହେବେ ନାହିଁ

ଭୁବନେଶ୍ୱର,୮ା୩: ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ଏବଂ ଭାଜପା ମେଣ୍ଟ ଗଠନକୁ ନେଇ ଦିଲ୍ଲୀରୁ ପଲ୍ଲୀ ପର୍ଯ୍ୟନ୍ତ ଚର୍ଚ୍ଚା ଲାଗିରହିଛି। ନବୀନ ନିବାସରେ ବିଜେଡି ନେତାଙ୍କ ବୈଠକ ପରେ ବୈଠକ ଏବଂ ଦିଲ୍ଲୀରେ ଭାଜପା ଅଧ୍ୟକ୍ଷ ଜେ.ପି. ନଡା ଓ ଅମିତ…

ଏନଡିଏକୁ ଫେରିବେ ନବୀନ ! ପୁରଣ ହେବ ମୋଦିଙ୍କ ୪୦୦ ଆସନ ଜିତିବା ସ୍ବପ୍ନ

ଭୁବନେଶ୍ୱର,୭।୩: ଦୀର୍ଘ ୧୫ ବର୍ଷ ପରେ ଭାଜପା ନେତୃତ୍ୱାଧୀନ ଏନଡିଏକୁ ବିଜେଡି ଫେରୁଥିବା ଚର୍ଚ୍ଚା ହେଉଛି। ୨୦୨୪ ନିର୍ବାଚନରେ ଏକାକୀ ୩୭୦ ଏବଂ ଏନଡିଏ ୪୦୦ ଆସନ ଜିତିବା ଲକ୍ଷରେ ଥିବା ଭାଜପା ଏହାର ପୁରୁଣା ସହଯୋଗୀ ମାନଙ୍କୁ ନିଜ ସହିତ…

ମେଣ୍ଟ ଚର୍ଚ୍ଚା ମଧ୍ୟରେ ଦିଲ୍ଲୀ ଗସ୍ତରେ ପ୍ରଣବ ଏବଂ ଭିକେ ପାଣ୍ଡିଆନ

ଭୁବନେଶ୍ୱର,୭ା୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ବାସ୍ତବତା ଆଡକୁ ଗତି କରୁଛି। ବୁଧବାର ନବୀନ ନିବାସରେ ବିଜେଡିର ବରିଷ୍ଠ ନେତାଙ୍କ ଘମାଘୋଟ ଆଲୋଚନା ହୋଇଥିଲା ବେଳେ ଦିଲ୍ଲୀରେ ଦୁଇ ଦିନ ହେଲା ରାଜ୍ୟ ଭାଜପାର…

ସିବିଆଇ ଏବଂ ଇଡି ଭୟରେ ଭାଜପା ସହିତ ମେଣ୍ଟ କରୁଛି ବିଜେଡି: କଂଗ୍ରେସ

ଭୁବନେଶ୍ୱର,୭ା୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ଚର୍ଚ୍ଚା ଜୋର ଧରିଥିବା ବେଳେ ଗୁରୁବାର ଉଭୟ ଦଳଙ୍କୁ କଟାକ୍ଷ କରିଛି କଂଗ୍ରେସ। ବିଜୁ ଜନତା ଦଳ (ବିଜେଡି) ଓଡ଼ିଶାର ସ୍ୱାର୍ଥ ପାଇଁ ନିଷ୍ପତି ନେଉଥିବା କହୁଥିଲେ ବଳେ ଏହା କେବଳ…

ଦିଲ୍ଲୀରେ ଆରମ୍ଭ ହେଲା ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୬ା୩: ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡାଙ୍କ ଅଧ୍ୟକ୍ଷତାରେ ବୁଧବାର ଦଲ୍ଲୀରେ ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ଉକ୍ତ ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉପସ୍ଥିତ ଅଛନ୍ତି। ଏଥିସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଭାଜପାରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ

ଢେଙ୍କାନାଳ,୪ା୩(ରତନ ନାୟାର): ଢେଙ୍କାନାଳ ଭାଜପା ଜିଲା କାର୍ଯ୍ୟାଳୟ ପରିସରରେ ସୋମବାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ ଓ ପୂର୍ବତନ ଜିଲା କଂଗ୍ରେସ ସଭାପତି…

କାଲି ମିଳିଥିଲା ଟିକେଟ୍‌, ନିର୍ବାଚନ ଲଢ଼ିବାକୁ ଆଜି ମନା କଲେ ପଓ୍ବନ ସିଂ

କୋଲକାତା,୩ା୩: ଭୋଜପୁରୀ ଗାୟକ ତଥା ଭାଜପା ପ୍ରାର୍ଥୀ ପଓ୍ବନ ସିଂ ଆସନସୋଲ ଲୋକ ସଭା ଆସନରୁ ନିର୍ବାଚନ ଳଢ଼ିବାକୁ ମନା କରି ଦେଇଛନ୍ତି। ପଓ୍ବନ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ପଓ୍ବନ ସିଂ ଟୁଇଟ କରି କହିଛନ୍ତି, ‘ଭାରତୀୟ ଜନତା…

ନା ୨୦୧୯ରେ ମାଗିଥିଲି, ନା ଏବେ ମାଗିବି, ଟିକେଟ୍‌ କଟିବା ପରେ ସ୍ବାଧୀ ପ୍ରଜ୍ଞାଙ୍କ ପ୍ରତିକ୍ରିୟା

ଭୋପାଳ,୩ା୩: ଭାରତୀୟ ଜନତା ପାର୍ଟି (ଭାଜପା) ଶନିବାର ଲୋକ ସଭା ନିର୍ବାଚନ ପାଇଁ ୨୦୨୪ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏହି ତାଲିକାରେ ମଧ୍ୟପ୍ରଦେଶର ୨୯ଟି ଲୋକ ସଭା ଆସନ…

ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶା ନାହିଁ: ମନମୋହନ କହିଲେ…

ଭୁବନେଶ୍ୱର,୨।୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାଜପା ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ପକ୍ଷରୁ ମୋଟ ୧୬ଟି ରାଜ୍ୟ ଏବଂ ୨ଟି କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ୧୯୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା…

ମଥୁରାରୁ ନିର୍ବାଚନ ଲଢ଼ିବେ ହେମାମାଳିନୀ

ମୁମ୍ବାଇ: ଲୋକ ସଭା ନିର୍ବାଚନକୁ ନେଇ ଉତ୍ସାହ ଦେଖାଦେଇଛି। ଶନିବାର ସନ୍ଧ୍ୟାରେ ଭାରତୀୟ ଜନତା ପାର୍ଟି(ଭାଜପା) ଲୋକ ସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଦିଲ୍ଲୀ ମୁଖ୍ୟାଳୟରେ ୧ ଘଣ୍ଟା ଧରି ବୈଠକ ପରେ ପ୍ରଥମ ତାଲିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri