Tag Archives: bjp

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା ଗ୍ରହଣ କରିଛି। ଏହି ଘଟଣା ଉପରେ ପ୍ରତିକ୍ରିୟା ଦେଇ ତାମିଲନାଡୁ ଭାଜପା ସଭାପତି…

ମୋଦିଙ୍କୁ ନେଇ ଏମିତି କହିଲେ ଆନ୍ନାମଲାଇ, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ପୂର୍ବତନ ରାଜ୍ୟ ସଭାପତି କେ. ଆନ୍ନାମଲାଇ ଶୁକ୍ରବାର (ଜୁନ ୫) ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ଘୋଷଣା କରିବା ସହିତ ଏକ ନୂତନ ରାଜନୈତିକ ଯାତ୍ରା ଆରମ୍ଭ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ସେ ଏକ…

ରାଜ୍ୟ ସଭା ନିର୍ବାଚନ ପାଇଁ ୧୧ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୪।୬: ଭାଜପା ରାଜ୍ୟ ସଭା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଅରୁଣାଚଳ ପ୍ରଦେଶରୁ ତାଇ ତାଗକଙ୍କୁ ପ୍ରାର୍ଥୀ କରିଛି। ଗୁଜୁରାଟରୁ, ରାଜୁଭାଇ ଶୁକ୍ଳା, ମୁକେଶଭାଇ ରାଥୱା, ମାନସିଂହ ପରମାର ଏବଂ ଜିତେନ୍ଦ୍ର ମେଘଜୀଭାଇ କଞ୍ଜାରିଆଙ୍କୁ ଟିକେଟ ଦିଆଯାଇଛି। ଏହା…

କଂଗ୍ରେସକୁ ଫେରିବେ ଅମରିନ୍ଦର ସିଂ! ଭାଜପାକୁ ଲାଗିବ ଶକ୍ତ ଝଟକା, ଜାଣନ୍ତୁ ପଞ୍ଜାବ ରାଜନୀତିର ଭିତିରି କଥା

ଚଣ୍ଡିଗଡ଼,୪।୬: ପଞ୍ଜାବରେ ରାଜନୈତିକ କାର୍ଯ୍ୟକଳାପ ପୁଣି ଥରେ ତୀବ୍ର ହୋଇଛି। ଗୁଜବ ଉଠୁଛି ଯେ କଂଗ୍ରେସ ଦଳ ରାଜ୍ୟରେ ନିଜର ହଜିଯାଇଥିବା ଜନ ଆଧାର ପୁନରୁଦ୍ଧାର କରିବା ପାଇଁ ଏକ ପ୍ରମୁଖ ରଣନୀତି ପ୍ରସ୍ତୁତ କରିଛି ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ବାନାର୍ଜୀ ନିର୍ବାଚନ ପରବର୍ତ୍ତୀ ହିଂସାରେ ପ୍ରଭାବିତ ପରିବାରକୁ ଭେଟିବା ପାଇଁ ସେଠାକୁ ଯାଇଥିଲେ।…

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି (ଭାଜପା)କୁ ତୀବ୍ର ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ବରିଷ୍ଠ ଟିଏମ୍‌ସି…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବର୍ଷିଥିଲେ। ଏହି ଅବସରରେ ଜମ୍ବୁ-ମାର୍ଶାଘାଇ ମୁଖ୍ୟ ରାସ୍ତା ମହାକାଳପଡ଼ା…

କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: କହୁ କହୁ ବଡ କଥା କହିଦେଲେ ମନ୍ତ୍ରୀ, ନୂତନ ମନ୍ତ୍ରିମଣ୍ଡଳରେ….

ଭୁବନେଶ୍ୱର,୨୬।୫: ଓଡ଼ିଶାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ଅପଡେଟ ଦେଇଛନ୍ତି। ସେ କହିଛନ୍ତି ଯେ, କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ। ଏହା ସହ ସେ କହିଛନ୍ତି, ମନ୍ତ୍ରିମଣ୍ଡଳ ବିସ୍ତାର ପାଇଁ ଦଳ…

ନୀତିନ ନବୀନଙ୍କୁ ଭେଟିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୬।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ ପରେ ଦେବାଶିଷ ସାମନ୍ତରାୟ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ଦେବାଶିଷ ସାମନ୍ତରାୟ ଭାଜପାରେ ଯୋଗଦାନ ପରେ ଆଲୋଚନା କରିବା ପାଇଁ ନୀତିନ ନବୀନଙ୍କୁ ସାକ୍ଷାତ କରିଥିଲେ। ଏହି ସାକ୍ଷାତକାର…

ଭାଜପାରେ ଯୋଗଦେବା ପରେ ପ୍ରଥମ ପ୍ରତିକ୍ରିୟା ରଖିଲେ ଦେବାଶିଷ ,“ଗୁଣ୍ଡୁଚି ମୂଷା” ଭଳି …

ଭୁବନେଶ୍ୱର,୨୫।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିବା ପରେ ଦେବାଶିଷ ସାମନ୍ତରାୟ ନିଜର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିତ୍ୱ ଓ କାର୍ଯ୍ୟଶୈଳୀରେ ପ୍ରଭାବିତ ହୋଇ ସେ ଭାଜପାରେ ଯୋଗ ଦେବାକୁ ସିଦ୍ଧାନ୍ତ ନେଇଥିଲେ। ଏହା ସହ…

ଯେମିତି କହିଲେ ସେମିତି କଲେ: ଭାଜପାରେ ଯୋଗଦେଲେ ଦେବାଶିଷ

ଭୁବନେଶ୍ୱର,୨୬।୫:ବରିଷ୍ଠ ରାଜନେତା ଦେବାଶିଷ ସାମନ୍ତରାୟ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ଦିଲ୍ଲୀରେ କେନ୍ଦ୍ରୀୟ ନେତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ସୋମବାର ବିଜେଡିରୁ ଇସ୍ତଫା ଦେବା ସହ ଏମ୍‌ପି…

ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…

ଭୁବନେଶ୍ୱର,୨୫।୫: ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କ ଇସ୍ତଫା ପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?