ନୂଆପଡ଼ା ଉପନିର୍ବାଚନ: ଭାଜପା ବିରୋଧରେ ବଡ ଅଭିଯୋଗ ଆଣିଲା ବିଜେଡି
ଭୁବନେଶ୍ୱର,୨୧।୧୦: ନୂଆପଡ଼ା ଉପନିର୍ବାଚନରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ (ବିଜେଡି) ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ଏବଂ ଏକ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କ…
‘ବିଜେଡି ଲଢ଼ିବା ଭଳି ଲାଗୁନି, କେବଳ ଫିଲ୍ ଇନ୍ ଦ ବ୍ଲାଙ୍କସ୍’
ଭୁବନେଶ୍ୱର,୨୦ା୧୦: ନୂଆପଡ଼ା ଉପନିର୍ବାଚନରେ ଭାଜପାର ବୃହତ ବିଜୟ ହେବ କହିଛନ୍ତି ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର। ସେ କହିଛନ୍ତି, ରାଜନୀତି ଯେଉଁଭଳି ମୋଡ଼ ନେଉଛି ବିଜେଡି ବିଲୁପ୍ତ ହେବ। ବିଜେଡିକୁ ବଞ୍ଚାଇ ରଖିବା ପାଇଁ କେନ୍ଦ୍ରୀୟ ନେତୃତ୍ୱ ଚାହୁଁଛନ୍ତି। ଆମେ ମଧ୍ୟ…
ମା’ଙ୍କ ଆଶୀର୍ବାଦ ସହ ବାପାଙ୍କ ଫଟୋକୁ ସାଙ୍ଗରେ ନେଇ ବାହାରିଲେ ଜୟ
ଭୁବନେଶ୍ୱର,୧୮।୧୦: ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ ପଟୁଆରରେ ବାହାରିଲେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ। ମା’ଙ୍କ ଆଶୀର୍ବାଦ ନେଇ ଜୟ ଘରୁ ଗୋଡ଼ କାଢିଥିବା ବେଳେ ଗାଡ଼ି ଆଗରେ ଦେଖିବାକୁ ମିଳିଛି ବାପାଙ୍କ ଫଟୋଚିତ୍ର। ଖରିଆର ରୋଡରୁ ଉପଜିଲାପାଳଙ୍କ ଅଫିସ ପର୍ଯ୍ୟନ୍ତ…
ଗୁଜରାଟରେ କାହିଁକି ଭାଜପା ବଦଳାଇ ଦେଲା ପୂରା କ୍ୟାବିନେଟ, ବିଧାନସଭା ନିର୍ବାଚନ ନା ଆଉ କିଛି, ଜାଣନ୍ତୁ ଇନସାଇଡ ଷ୍ଟୋରୀ
ଗାନ୍ଧିନଗର,୧୭।୧୦: ଗୁଜୁରାଟରେ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ସରକାର ତାଙ୍କର ସମ୍ପୂର୍ଣ୍ଣ କ୍ୟାବିନେଟକୁ ବଦଳାଇବାକୁ ନିଷ୍ପତ୍ତି ନେଇଛନ୍ତି। ଡିସେମ୍ବର ୨୦୨୨ରେ ସରକାର ଗଠନ କରିବାର ମାତ୍ର ତିନି ବର୍ଷ ପରେ, ପଟେଲ ତାଙ୍କର ସମ୍ପୂର୍ଣ୍ଣ କ୍ୟାବିନେଟକୁ ଇସ୍ତଫା ଦେଇ ଏକ ନୂତନ କ୍ୟାବିନେଟ…
ଖୋଲି କହିଦେଲେ ସ୍ନେହାଙ୍ଗିନୀ, ଜିତିବା ହାରିବା ଅଲଗା କଥା କିନ୍ତୁ ମୁଁ…
ନୂଆପଡ଼ା,୧୬ା୧୦: ନୂଆପଡ଼ା ଉପନିର୍ବାଚନକୁ ନେଇ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ମନର କଥା ଖୋଲି କହିଛନ୍ତି। ସେ କହିଛନ୍ତି, ମୁଁ ଓଡ଼ିଶା ସାରା ବୁଲୁଛି, ପାଖ ଦୂର କିଛି ନୁହେଁ, ବାହାରିଆ ବି ମୁଁ ନୁହେଁ। ମୁଁ ପ୍ରାର୍ଥୀ ବାଛିବା କମିଟିରେ…
ମୁଖ୍ୟମନ୍ତ୍ରୀଙ୍କ ଭବିଷ୍ୟବାଣୀ: କହିଲେ ଏଥର ନୂଆପଡ଼ାରେ ନିଶ୍ଚୟ…
ନୂଆପଡ଼ା,୧୬ା୧୦(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ। ନୂଆପଡ଼ା ଇତିହାସରେ ନୂଆ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି।…
ଭାଜପାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ: ୨ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି…
ଭୁବନେଶ୍ୱର,୧୬ା୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ଭାଜପାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ ନାଁ ରହିଛି। ସେହିପରି ଭାଜପା ସଭାପତି ମନମୋହନ ସାମଲ,…
ନୂଆପଡ଼ା ରାଜନୀତିରେ ନୂଆମୋଡ଼: ଭାଜପାରେ ସାମିଲ ହେଲେ ବିଜେଡି ନେତା ଲମ୍ବୋଦର ନିଆଲ
ନୂଆପଡ଼ା,୧୬ା୧୦(ମକାରୁ ବେମାଲ): ନୂଆପଡ଼ା ରାଜନୀତିରେ ନୂଆମୋଡ଼ ଆସିଛି। କଳାହାଣ୍ଡି ଲୋକ ସଭା ଆସନରୁ ବିଜେଡି ଟିକେଟ୍ରେ ନିର୍ବାଚନ ଲଢ଼ିଥିବା ଲମ୍ବୋଦର ନିଆଲ ଶେଷରେ ଭାଜପାରେ ସାମିଲ ହୋଇଛନ୍ତି। ଫଳରେ ବିଜେଡିକୁ ପୁଣି ଏକ ଶକ୍ତ ଝଟ୍କା ଲାଗିଛି ବୋଲି ରାଜନୈତିକ ମହଲରେ…
ରାଜନୀତିରେ ନୂଆମୋଡ଼: ଯେଉଁ ବସନ୍ତଙ୍କୁ ପ୍ରତିଦ୍ୱନ୍ଦୀ ଭାବୁଥିଲେ ତାଙ୍କ ପାଦଛୁଇଁଲେ ଜୟ
ନୂଆପଡ଼ା,୧୫।୧୦(ମକାରୁବେମାଲ): ନୂଆପଡା ଉପ ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୀତି ସେତିକି ସରଗରମ ହେଉଛି। ଗୋଟେ ପଟେ କହିବାକୁ ଗଲେ ବିଜେଡି ପାଇଁ ଅଡୁଆ ବଢ଼ିଛି। ନୂଆପଡ଼ା ଉପ ନିର୍ବାଚନ ପୂର୍ବରୁ ବସନ୍ତ ପଣ୍ଡାଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଜୟ…
ରତ୍ନଭଣ୍ଡାରରୁ ମୂଲ୍ୟବାନ ସାମଗ୍ରୀ ‘ଲୁଟ୍’ କରିଛି ଭାଜପା, ବଡ ଅଭିଯୋଗ ଲଗାଇଲା ବିଜେଡି
ନୂଆଦିଲ୍ଲୀ,୧୩।୧୦: ଦଳ ବିଜୁ ଜନତା ଦଳ (ବିଜେଡି) ସୋମବାର ଭାଜପା ସରକାରଙ୍କୁ ପୁରୀ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଓ ମୂଲ୍ୟବାନ ଜିନିଷର ତାଲିକା ତିଆରିରେ ବିଳମ୍ବ ପାଇଁ ଟାର୍ଗେଟ କରିଛି। ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ଏପରିକି ଭାଜପା…
ବିହାରରେ ସିଟ୍ ଭଗବଣ୍ଟା ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ଏତିକି ଆସନରେ ଲଢ଼ିବ ଭାଜପା
ପାଟନା,୧୨।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ଏନ୍ଡିଏ ରବିବାର ସିଟ୍ ଭଗବଣ୍ଟା କରିଛି। ୨୪୩ ସିଟ୍ ବିଶିଷ୍ଟ ବିଧାନସଭାରେ ଭାଜପା ଓ ଜନତା ଦଳ (ୟୁନାଇଟେଡ୍) ପ୍ରତ୍ୟେକ ୧୦୧ଟି ସିଟ୍ରେ ଲଢ଼ିବେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜଣାଇଛନ୍ତି। ଚିରାଗ ପସୱାନଙ୍କ…
ରାତାରାତି ପଲଟିଗଲା ଗେମ୍: ବସନ୍ତ ପଣ୍ଡାଘରୁ ପ୍ରାର୍ଥୀ କରିବ ବିଜେଡ଼ି!
ନୂଆପଡା,୧୨।୧୦(ମକାରୁ ବେମାଲ): ନୂଆପଡା ଉପ ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୀତି ସେତିକି ସରଗରମ ହେଉଛି। ଗୋଟେ ପଟେ କହିବାକୁ ଗଲେ ବିଜେଡି ପାଇଁ ଅଡୁଆ ବଢ଼ିଛି। ଆସନ୍ତା ନଭେମ୍ବର ୧୧ରେ ଉପ ନିର୍ବାଚନ ହେବାକୁ ଥିବାବେଳେ ଏଯାଏ ବିଜେଡିର ଅଙ୍କ…
Archives


