Tag Archives: bjp

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ ଭିତ୍ତିଭୂମିକୁ ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରରେ ଆୟୋଜିତ ବୈଠକରେ ଦଳର ବିଗୁଲ ବାଜିଛି। ଭାଜପାର ରାଜ୍ୟ ଉପସଭାପତି ତଥା କୋରାପୁଟ…

ଭାଜପାର ଜାତୀୟ ଅଧ୍ୟକ୍ଷ ନିର୍ୱାଚନ: ସାଧାରଣ ଲୋକ ଲଢିପାରିବେ?

ନୂଆଦିଲ୍ଲୀ,୧୬।୧: ଭାରତୀୟ ଜନତା ପାର୍ଟି ଏହାର ପରବର୍ତ୍ତୀ ଜାତୀୟ ସଭାପତି ନିର୍ୱାଚନ ପାଇଁ ଆନୁଷ୍ଠାନିକ ଭାବରେ କାର୍ଯ୍ୟସୂଚୀ ପ୍ରକାଶ କରିଛି। ନିର୍ୱାଚନ ପ୍ରକ୍ରିୟା ଜାନୁଆରୀ 19 ତାରିଖରୁ ଆରମ୍ଭ ହୋଇ ଜାନୁଆରୀ 20 ତାରିଖରେ ଶେଷ ହେବ। ଏହି ସମୟରେ, ଲୋକଙ୍କ…

ଜର୍ମାନ ଚାନ୍ସେଲରଙ୍କ ପରିବର୍ତ୍ତେ ରାହୁଲ ଗାନ୍ଧୀଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ, ଭାଜପା କହିଲା ହାଇକମାଣ୍ଡଙ୍କୁ ଖୁସି କରିବା…

ବେଙ୍ଗାଲୁରୁ,୧୪।୧: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏବଂ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ରାହୁଲ ଗାନ୍ଧୀଙ୍କୁ ସ୍ବାଗତ କରିବା ପାଇଁ ସମାଲୋଚନାର ଶିକାର ହେଉଛନ୍ତି। ରାହୁଲ ଗାନ୍ଧୀ ଗୋଟିଏ ଦିନ ପୂର୍ବରୁ, ଜାନୁଆରୀ ୧୩ ତାରିଖରେ ମାଇସୁର ବିମାନବନ୍ଦର ଗସ୍ତ କରିଥିଲେ ଏବଂ ଜର୍ମାନ…

ଭାଜପା କର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ: ୧୦ରୁ ଊର୍ଦ୍ଧ୍ୱ ଆହତ, ପୋଲିସ ପହଞ୍ଚିବାରୁ…

ହାଟଡିହୀ,୧୧ା୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ଏବେ ରାଜନୈତିକ ଅଶାନ୍ତ ଆରମ୍ଭ ହେଲାଣି। ଫଳରେ ଛକାପଞ୍ଝା ବଢ଼ିବାରେ ଲାଗିଛି l ଖବରରୁ ଜଣାଯାଇଛି, ରବିବାର ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀଙ୍କ ନିଜ ଇଞ୍ଚୋଳ ପଞ୍ଚାୟତ ଅଧୀନ ଭୂତପଦା ଗ୍ରାମରେ…

ଓଡ଼ିଶା ଆସିବେ ନୀତିନ ନବୀନ

ଭୁବନେଶ୍ୱର,୧୦ା୧: ଖୁବଶୀଘ୍ର ଓଡ଼ିଶା ଆସିବେ ଭାଜପା କାର୍ଯ୍ୟକାରୀ ସଭାପତି ନୀତିନ ନବୀନ। ଏନେଇ ସୂଚନା ଦେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଦୀର୍ଘ ସମୟ ରାଷ୍ଟ୍ରୀୟ ସଭାପତିଙ୍କ ସହ ଆଲୋଚନା ହୋଇଥିଲା। ରାଜ୍ୟ ବିଷୟରେ ତାଙ୍କୁ ଅବଗତ କରିଥିଲ।…

ଆପଣ କାହିଁକି ଏତେ ଭୟ କରୁଛନ୍ତି? ମମତାଙ୍କୁ କଡ଼ା ପ୍ରଶ୍ନ କଲା ଭାଜପା

କୋଲକାତା,୯।୧: ଗୁରୁବାର କୋଲକାତାରେ ନିର୍ବାଚନ ପରାମର୍ଶଦାତା IPAC ର ମୁଖ୍ୟ ପ୍ରତୀକ ଜୈନଙ୍କ ଘରେ ଚଢାଉ ସମୟରେ ମମତା ବାନାର୍ଜୀ କ୍ରୋଧିତ ହୋଇଥିଲେ। ଘଟଣାସ୍ଥଳକୁ ପହଞ୍ଚି ସେ ଏକ ଫାଇଲ ଏବଂ ଏକ ଲାପଟପ ଛଡ଼ାଇ ନେଇଥିଲେ। ଭାଜପା ନେତା ରବି…

‘I-PAC ରେଡ ସମୟରେ ମୁଖ୍ୟମନ୍ତ୍ରୀ ତାଙ୍କ ହାତରୁ ପ୍ରମାଣ ଛଡାଇ ନେଇଥିଲେ, ଯାହା ପୂର୍ବରୁ କେବେ ହୋଇ ନ ଥିଲା’, ବଡ଼ ବାଦି କଲାଣି ଭାଜପା

କୋଲକାତା,୮।୧: କୋଇଲା ଦୁର୍ନୀତି ମାମଲାରେ ଗୁରୁବାର କୋଲକାତାର I-PAC କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଏକ ତଲାସୀ ଅଭିଯାନ ଚଳାଇଥିଲା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ EDର ତଦନ୍ତକୁ ପ୍ରଭାବିତ କରିବା ଏବଂ ପ୍ରମାଣ ସହିତ ହେରଫେର କରିବାର ଅଭିଯୋଗ ଆସିଛି,…

ମୁଖ୍ୟମନ୍ତ୍ରୀ-ନରସିଂହ ମିଶ୍ରଙ୍କ ଭେଟ୍‌ଘାଟ୍‌କୁ ନେଇ ରାଜନୈତିକ ମହଲରେ ହଲ୍‌ଚଲ୍‌

ବଲାଙ୍ଗୀର,୮ା୧(ବୀରେନ୍ଦ୍ର କୁମାର ଝାଙ୍କର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ତାଙ୍କ ଆବାସିକ କାର୍ଯ୍ୟାଳୟରେ ପୂର୍ବତନ ଆଇନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଗତ ୪ ତାରିଖରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହି ଆଲୋଚନାରେ ଓଡ଼ିଶା…

ଭାଜପାଠାରୁ କାହିଁକି ଅଲଗା ହେଲେ ଅଜିତ ପାଓ୍ବାର? ନିଜେ କହିଲେ ଏହାର କାରଣ

ମୁମ୍ବାଇ,୫।୧: ମୁମ୍ବାଇ ନଗର ନିଗମ ନିର୍ବାଚନ (BMC ନିର୍ବାଚନ ୨୦୨୬) ପୂର୍ବରୁ, ମହାରାଷ୍ଟ୍ରର ସମସ୍ତ ରାଜନୈତିକ ନେତାମାନେ ସେମାନଙ୍କ ଦଳ ପାଇଁ ବିଜୟ ସୁନିଶ୍ଚିତ କରିବା ପାଇଁ ସକ୍ରିୟ ଭାବରେ କଠିନ ପରିଶ୍ରମ କରୁଛନ୍ତି। ଏହି ସମୟରେ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ…

‘ଦୁର୍ନୀତି ଅଭିଯୋଗ ଆଣିବା ପୂର୍ବରୁ ଆତ୍ମସମୀକ୍ଷା କରନ୍ତୁ’: ଅଜିତ ପାୱାରଙ୍କୁ ପାଲଟା ଆକ୍ରମଣ କଲା ଭାଜପା

ମୁମ୍ବାଇ,୩।୧: ମହାରାଷ୍ଟ୍ରରେ ରାଜନୈତିକ ବୟାନବାଜି ପୁଣି ଥରେ ତୀବ୍ର ହୋଇଛି। ପିମ୍ପରି-ଚିଞ୍ଚୱାଡ ନଗର ନିଗମରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦୁର୍ନୀତି ଏବଂ ଋଣ ଅଭିଯୋଗର କଡ଼ା ଜବାବ ଦେଇଛି ଭାରତୀୟ ଜନତା ପାର୍ଟି। ରାଜ୍ୟ ଭାଜପା ସଭାପତି ରବିନ୍ଦ୍ର ଚହ୍ବାନ କହିଛନ୍ତି…

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଭୋଜିଭାତର ଆସର ଜମିଛି। ପୁରୁଣା ବର୍ଷକୁ ବିଦାୟ ଦେବା ପାଇଁ ଏବଂ ନୂତନ ବର୍ଷକୁ…

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନୈତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ ଖୁବ ଶୀଘ୍ର ଗୁଆହାଟି ଏବଂ କୋଲକାତା ମଧ୍ୟରେ ଚାଲିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri