ଓଡ଼ିଶା ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ ଭୁବନେଶ୍ୱର,୮ା୧୦: ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଓଡ଼ିଶା ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ। ଏନେଇ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ଜନଜାତି ବିଧାୟକ ଓ ସାଂସଦଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ...