କଳାବାଘ ଚମଡ଼ା ଜବତ, ୪ ଜଣଙ୍କୁ ବାନ୍ଧିଲା ବନବିଭାଗ ବାରିପଦା,୧୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ(ଏସ୍ଟିଆର୍) ପ୍ରକଳ୍ପରୁ ଶିକାରୀ ଏବଂ ବନ୍ୟପ୍ରାଣୀ ସାମଗ୍ରୀର ଅବୈଧ ବ୍ୟବସାୟୀଙ୍କ ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟରୁ ଶିକାର ହୋଇଥିବା କଳାବାଘ ଚମଡ଼ା ଓ ନଖକୁ ଜବତ କରାଯିବା...