ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ବନ୍ୟା ଜଳରୁ ୧୦ କୃଷ୍ଣସାର ଉଦ୍ଧାର, ୨ ମୃତ
ଗଞ୍ଜାମ,୧।୧୧,(ଅନାଥ ତରାଇ ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ବନ୍ୟା ଯୋଗୁ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳରେ କେତେକ କୃଷ୍ଣସାର ମୃଗ ଭାସିଯାଉଥିବା ଦେଖିବାକୁ ମିଳିଥିଲା। ଅଗ୍ନିଶମ ବାହିନୀ, ବନ ବିଭାଗ, ଏସଏଫଏଫ ଟିମ ଏବଂ ସ୍ଥାନୀୟ ଲୋକଙ୍କ…

