କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି
ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା ନିମ୍ନମାନର କାର୍ଯ୍ୟ ହୋଇଥିବା ଯୋଗୁ ଝଡ଼ବତାସରେ ତୋରଣ ଭାଙ୍ଗି ଯାଇଥିବା ଅଭିଯୋଗ ହୋଇଛି।…

