Tag Archives: blast

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ ଘଟିଛି, ଯେଉଁଥିରେ ଅତି କମରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୮୦ରୁ…

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ଏବେ ପର୍ଯ୍ୟନ୍ତ ୩୪ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ହାଇଦ୍ରାବାଦ,୧।୭: ତେଲଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ପଶାମୟାଲାରାମରେ ଥିବା ସିଗାଚି ଇଣ୍ଡଷ୍ଟ୍ରିଜ ଔଷଧ କାରଖାନାରେ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪ କୁ ବୃଦ୍ଧି ପାଇଛି। ଜଣେ ବରିଷ୍ଠ ପୋଲିସ ଅଧିକାରୀ ମଙ୍ଗଳବାର (୧ ଜୁଲାଇ, ୨୦୨୫)ରେ ଏହି ସୂଚନା ଦେଇଛନ୍ତି। ଜିଲା ପୋଲିସ…

ଏହି ୩ ରାଜ୍ୟକୁ ଉଡ଼ାଇ ଦେବା ପାଇଁ ଲକ୍ଷ୍ୟ ରଖିଥିଲେ ଦୁଇ ଆତଙ୍କବାଦୀ

ବେଙ୍ଗାଲୁରୁ,୧୩ା୪: ବେଙ୍ଗାଲୁରୁ ରାମେଶ୍ୱରମ କାଫେ ବିସ୍ଫୋରଣ ମାମଲାରେ ଏନ୍‌ଆଇଏ ଦ୍ୱାରା ଗିରଫ ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ ପଚରାଉଚରା ବେଳେ ଏକ ବଡ଼ କଥା ଉନ୍ମୋଚନ ହୋଇଛି। ଉଭୟ ଆତଙ୍କବାଦୀ ଆଇଏସ୍‌-ଅଲ୍‌ ହିନ୍ଦ ମଡ୍ୟୁଲ ସହିତ ଜଡ଼ିତ। ଦକ୍ଷିଣ ଭାରତର ରାଜ୍ୟଗୁଡ଼ିକ ବିଶେଷ…

ବେଙ୍ଗାଲୁରୁ କାଫେ ବିସ୍ଫୋରଣ ଘଟଣା: ସାମ୍ନାକୁ ଆସିଲା ନୂଆ ଭିଡିଓ, ହିନ୍ଦୁ ନାଁ ନେଇ କରିଥିଲେ ହୋଟେଲ ବୁକ୍‌

ବେଙ୍ଗାଲୁରୁ,୧୩ା୪: ବେଙ୍ଗାଲୁରୁର ରାମେଶ୍ୱରମ କାଫେ ବିସ୍ଫୋରଣ ମାମଲାରେ ଏନ୍‌ଆଇଏକୁ ଶୁକ୍ରବାର ଏକ ବଡ଼ ସଫଳତା ମିଳିଥିଲା। ତଦନ୍ତକାରୀ ସଂସ୍ଥା ବଙ୍ଗଳାର ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କ ମଧ୍ୟରେ ମୁସାଭିର ହୁସେନ ଶାଜେବ ଏହି ବିସ୍ଫୋରଣର ମାଷ୍ଟରମାଇଣ୍ଡ ଏବଂ ଏହି…

ବ୍ଲାଷ୍ଟିଂ ବେଳେ ପଥର ଖଣ୍ଡ ଉଡ଼ି ଆସି ବାଜିଲା କାନମୁଣ୍ଡାରେ, ଚାଲିଗଲା ନାବାଳକଙ୍କ ଜୀବନ

ଦାମନଯୋଡ଼ି,୧୦ା୪(ମାନସ ରଞ୍ଜନ କର): କୋରାପୁଟ ଜିଲା ଦାମନଯୋଡ଼ି ଉପକଣ୍ଠସ୍ଥ ମାନିଆଁ ନିକଟରେ ଏକ ପଥର କ୍ୱାରୀରୁ ବ୍ଲାଷ୍ଟିଂ ବେଳେ ପଥରଖଣ୍ଡ ଉଡ଼ି ଆସି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛିି। ମୃତ ନାବାଳକ ଜଣଙ୍କ ସ୍ଥାନୀୟ ମରିଚମାଳ ଗ୍ରାମର ସାଲିନ ଓ ଝରଣା…

ଆତ୍ମଘାତୀ ବିସ୍ଫୋରଣରେ ୩ ମୃତ, ୧୨ ଆହତ

କାବୁଲ,୨୧ା୩: ଗୁରୁବାର ଆଫଗାନିସ୍ତାନର କାନ୍ଦାହାର ସହରରେ ହୋଇଥିବା ଆତ୍ମଘାତୀ ବିସ୍ଫୋରଣରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି। ଜଣେ ପ୍ରାଦେଶିକ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଦେଶକୁ ଶାସନ କରୁଥିବା ତାଲିବାନ ଅଧିକାରୀଙ୍କ ଗଡ଼ ଭାବରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri