Tag Archives: blasting

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି ଅଭିଯୋଗ ହେବା ପରେ ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାରଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲଦାର…

ଜଙ୍ଗଲରେ ପହଞ୍ଚିଲା ପ୍ରଶାସନ, ବେଆଇନ ବ୍ଲାଷ୍ଟିଂ, ଖନନ ବନ୍ଦ ନେଇ ମାଫିଆକୁ କଲା ତାଗିଦ୍‌

ବୁଗୁଡ଼ା,୧୮ା୯(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ତହସିଲ ଅଧିନସ୍ଥ ବେତାରସିଙ୍ଗିର ଜଙ୍ଗଲରେ ଜାରିରହିଥିବା ବେଆଇନ ପଥର ବ୍ଲାଷ୍ଟିଂ ଓ ଖନନକୁ ବିରୋଧ କରି ଗ୍ରାମବାସୀଙ୍କ ପକ୍ଷରୁ କିଛିଦିନ ତଳେ ପ୍ରତିବାଦ କରାଯାଇଥିଲା। ଗ୍ରାମବାସୀଙ୍କ ପ୍ରତିବାଦ ଏବଂ ଅଭିଯୋଗକୁ ଭିତ୍ତିକରି ବୁଗୁଡ଼ା ତହସିଲଦାରଙ୍କ…

ବିପୁଳ ପରିମାଣର ବିସ୍ଫୋରକ ଜିଲୋଟିନ୍‌ ଜବତ

ବାଲେଶ୍ୱର,୨୭ା୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ସୋର ବ୍ଲକ ମହୁମୁହାଣ ପଞ୍ଚାୟତ ଖଞ୍ଜାମାହାଲ ପଥର ଖାଦାନଗୁଡ଼ିକରେ ପଥର ବିସ୍ଫୋରଣ ସାମଗ୍ରୀ ଜିଲୋଟିନ୍‌ ପୋଲିସ ଜବତ କରିଛି। ବାଲେଶ୍ୱର ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ସୋର ଆଇଆଇସି ପ୍ରଭାଂଶୁ ଶେଖର ମିଶ୍ରଙ୍କ ନେତୃତ୍ୱର ଏକ ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?