IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍ କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର କରିଥିଲା। ଏହି ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ବୋଲରମାନେ ଫ୍ଲପ୍ ହୋଇଥିଲେ। କିନ୍ତୁ…