ନିର୍ବାଚନ ଡ୍ୟୁଟି ସମୟରେ ଚାଲିଗଲା ବିଏଲ୍ଓଙ୍କ ଜୀବନ ଯାଜପୁର,୧ା୬(ହର୍ଷବର୍ଦ୍ଧନ ବେହେରା): ନିର୍ବାଚନ ଡ୍ୟୁଟିରେ ଥିବା ବେଳେ ଜଣେ ବିଏଲ୍ଓଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଝାରପୁରରେ। ଓଳେଇ-ଚନ୍ଦନପୁରର ୧୫୭ ନଂ ବୁଥ୍ରେ କାର୍ଯ୍ୟରତ ବିଏଲ୍ଓ ମନୋରଞ୍ଜନ ସାହୁ(୫୬)ଙ୍କର ହୃଦ୍ଘାତରେ ମୃତ୍ୟୁ ଘଟିଛି। ତାଙ୍କ...