ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରଘୁପତି ମହାନ୍ତି, କହିଲେ ବିଜେଡିରେ ମୋର…
ବଡ଼ମ୍ବା,୧ା୧୨: ଜଣେ ପରେ ଜଣେ ନେତା ବିଜେଡି ଛାଡୁଛନ୍ତି। ଏବେ କଟକ ଜିଲା ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି ମଧ୍ୟ ଦଳ ଛାଡ଼ିଛନ୍ତି। ସେ ବିଜେଡିରୁ ଇସ୍ତଫା ଦେଇଥିବାବେଳେ ତାଙ୍କ ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ...
ଗ୍ରାମବାସୀଙ୍କ ଅଭିଯୋଗକୁ ବ୍ଲକ ଅଧ୍ୟକ୍ଷାଙ୍କ ଚ୍ୟାଲେଞ୍ଜ, ଖବରଦାତା ସମ୍ମିଳନୀରେ କହିଲେ ରାଜନୈତିକ…
ତିହିଡ଼ି,୭ା୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧ୍ୟକ୍ଷା ଏବଂ ତାଙ୍କ ସ୍ବାମୀ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ନେଇ ଅଭିଯୋଗ ହୋଇଥିଲା। ବ୍ଲକର କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମର ଅଧିବାସୀମାନେ ଏକ ଖବରଦାତା ସମ୍ମିଳନୀରେ ଏହି ଅଭିଯୋଗ...
ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା
ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଉଥିବା ନିଜ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ସ୍ତ୍ରୀ ସୂର୍ଯ୍ୟମଣି ବୈଦ୍ୟଙ୍କୁ...
ବିଜେଡି ଛାଡ଼ିଲେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ
ଅମରପାଲି,୮ା୪(ପୀତାମ୍ବର ସାହୁ): ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏବଂ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ବିଜେଡି ଯୁବ ସଭାପତି ନାରାୟଣ ଲୁହା ଓ ତାଙ୍କ ଶତାଧିକ ସମର୍ଥକ। ଏନେଇ ଏକ ଖବରଦାତା ସମ୍ମିଳନୀରେ...
Archives
