ରକ୍ତ ସଞ୍ଚାଳନକୁ ସକ୍ରିୟ କରେ କଲରା କଲରାର ସ୍ବାଦ ପିତା ହେଲେ ମଧ୍ୟ ଏହା ଆମ ସ୍ବାସ୍ଥ୍ୟ ପାଇଁ ବେଶ୍ ଉପକାରୀ। ଜଣେ ଡାଇବେଟିସ୍ ରୋଗୀ ପାଇଁ ଏହା ଆହୁରି ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ସବୁଠାରୁ ଖାସ୍ କଥା ହେଲା, ଏଥିରେ ଏଭଳି ତତ୍ତ୍ୱ ରହିଛି, ଯାହା...