ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା ରିଭା ବିୟୁଟି ପାର୍ଲର ଓ ଶିବଶଙ୍କର ଜୁଏଲାରୀରୁ ଚୋରି ହୋଇଥିବା ଜଣାପଡ଼ିଛି। ଲୁଟେରାମାନେ…