ଶେୟାର ବଜାରକୁ ପସନ୍ଦ ଆସିଲାନି ବଜେଟ୍, ନିବେଶକଙ୍କ ୧୧ ଲକ୍ଷ କୋଟି ଟଙ୍କା ବୁଡ଼ିଲା ମୁମ୍ବାଇ,୧।୨: ବଜେଟ୍ ଉପସ୍ଥାପନା ପରେ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବଜେଟକୁ ନେଇ ନିବେଶକଙ୍କ ମଧ୍ୟରେ ହତାଶା ଏବଂ କେତେକ ଟିକସ ନିୟମରେ ପରିବର୍ତ୍ତନ ଯୋଗୁଁ ଦଳାଲ୍ ଷ୍ଟ୍ରିଟ୍ରେ ହାହାକାର ପଡ଼ିଯାଇଛି। କାରବାର ଶେଷ ସୁଦ୍ଧା ସେନସେକ୍ସ…