ନୀଳ ଶାଢ଼ିରେ ପ୍ରିୟଙ୍କା, ନୀଳ ଟି-ଶର୍ଟରେ ରାହୁଲ ଆସିଲେ ସଂସଦ, ଏହା ପଛରେ ରହିଛି ଏପରି… ନୂଆଦିଲ୍ଲୀ,୧୯ା୧୨: ଭୀମରାଓ ଆମ୍ବେଦକରଙ୍କ ଉପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ଯୋଗୁ ଦେଶରେ ରାଜନୀତି ଗରମ ହୋଇଛି। ଏହି ପ୍ରସଙ୍ଗରେ କଂଗ୍ରେସ ଶାହାଙ୍କ ଇସ୍ତଫା ଦାବି କରୁଛି। ଏ ସମ୍ପର୍କରେ କଂଗ୍ରେସ ଗୁରୁବାର ଶାହା ଏବଂ ଭାଜପା...