Tag Archives: BMC

BMC ଯନ୍ତ୍ରୀଙ୍କର ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ, ଘରୁ ହରିଣ ଶିଙ୍ଗ ମିଳିବା ପରେ ବଢିଲା ଅଡୁଆ

ଭୁବନେଶ୍ୱର,୨୪।୭: BMC ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କର ୧୪୮% ଅଧିକ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ। ଆୟଠାରୁ ୧୪୮% ଅଧିକ ସମ୍ପତ୍ତି ଠୁଳ ପାଇଁ ଭିଜିଲାନ୍ସ ଗିରଫ କରିସାରିଛି । ନିର୍ବାହୀ ଯନ୍ତ୍ରୀଙ୍କର ଭୁବନେଶ୍ବରରେ ଗୋଟିଏ, ଗୁଣୁପୁରରେ ୨ଟି କୋଠା,...

ପୁଣି ଜାମିନ ଆବେଦନ କଲେ ଜଗନ୍ନାଥ, ଖାରଜ କଲେ କୋର୍ଟ

ଭୁବନେଶ୍ୱର,୪ା୭: ଗିରଫ ହୋଇଥିବା ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି। ଖୋର୍ଦ୍ଧା ଜିଲା ଦୌରାଜଜ୍‌ କୋର୍ଟରେ ସେ ଜାମିନ ଆବେଦନ କରିଥିଲେ ହେଲେ କୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। ଗତକାଲି ମଧ୍ୟ ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ...

ମାଡ଼ ପରେ ମୁହଁ ଖୋଲିଲେ ଅଫିସର, କହିଦେଲେ ସାଂଘାତିକ କଥା

ଭୁବନେଶ୍ୱର, ୧।୭: ଭୁବନେଶ୍ୱର ମହାନଗର ନିଗମ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ବିଏମସି କାର୍ଯ୍ୟାଳୟରେ ହିଁ ମରାଣାତ୍ମକ ଆକ୍ରମଣ ହୋଇଛି। ସାପ୍ତାହିକ ଜନଶୁଣାଣି ସମୟରେ କିଛି ବ୍ୟକ୍ତି ତାଙ୍କ କାର୍ଯ୍ୟାଳୟକୁ ପଶି ତାଙ୍କୁ ଗାଳିଗଳଜ କରିବା...

ଓଏଚ୍‌ଆର୍‌ସିରେ ବ୍ୟକ୍ତିଗତ ହାଜର ପାଇଁ ବିଏମ୍‌ସି କମିଶନରଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮ା୪ (ବନ୍ଦନା ସେଠୀ): ଭୁବନେଶ୍ୱର ଓକିଲଙ୍କ ଅସ୍ଥାୟୀ ବୈଠକ ଗୃହ ଭଙ୍ଗା ଘଟଣାରେ ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ରେ ବ୍ୟକ୍ତିଗତ ଭାବେ ହାଜର ହେବେ ବିଏମ୍‌ସି କମିଶନର। ମେ’ ୨୨ରେ ହାଜର ହୋଇ ପକ୍ଷ ରଖିବାକୁ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି...

ବିଡିଏ ଓ ବିଏମ୍‌ସିକୁ ବଡ଼ ଝଟ୍‌କା

ଭୁବନେଶ୍ୱର,୨୪।୮: ବିଡିଏ ଓ ବିଏମ୍‌ସିକୁ ଲାଗିଲା ଝଟ୍‌କା।। ସାଧାରଣ ପ୍ରଶାସନ ବିଭାଗ ବିଡିଏ ଓ ବିଏମ୍‌ସିକୁ ସ୍ପଷ୍ଟୀକରଣ ମାଗିଛି। ସରକାରୀ ଜମି ବିଲ୍ଡର୍ସଙ୍କୁ ଦେବା ପ୍ରସଙ୍ଗରେ ଏହି ସ୍ପଷ୍ଟୀକରଣ ମଗାଯାଇଛି। କେଉଁ ପରିସ୍ଥିତିରେ ବିଭାଗର ବିନା ଅନୁମତିରେ ବିଲ୍ଡର୍ସଙ୍କୁ ରାସ୍ତା...

ଡ୍ରେନରେ ବୁଡି ମୃତ୍ୟୁ ଘଟଣାରେ ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ବିଏମ୍‍ସି ସହକାରୀ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର,୨୦।୬(ଅସମାପିକା ସାହୁ): ରାଜଧାନୀରେ ନାଳରେ ଭାସିଯାଇ ନାବାଳକ ପିଲା ମୃତ୍ୟୁବରଣ କରିବା ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାର ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ଗୁରୁବାର ଭୁବନେଶ୍ୱର ମହାନଗର ନିଗମ(ବିଏମ୍‍ସି)ର ଡ୍ରେନେଜ ଡିଭିଜନରେ କାର୍ଯ୍ୟରତ...

ବିଏମ୍‌ସିର ରାଜସ୍ୱ ଆଦୟ ଲକ୍ଷ୍ୟ ୧୧୫ କୋଟି, ଆଦାୟ ହୋଇଛି ୨୬ ପ୍ରତିଶତ; ନାଲି ଆଖି ଦେଖାଉଛନ୍ତି ଘରୋଇ ସଂସ୍ଥା

ଭୁବନେଶ୍ୱର,୨।୧: ରାଜସ୍ବ ଆଦାୟକୁ ନେଇ ତନାଘନା ଆରମ୍ଭ କରିଛି ବିଏମ୍‌ସି।ଚଳିତ ଆର୍ଥିକ ବର୍ଷ ରାଜସ୍ବ ଆଦାୟ ଲକ୍ଷ୍ୟ ୧୧୫ କୋଟି ରହିଥିବାବେଳେ ଡିମାଣ୍ଡ ପ୍ରାୟ ୮୪ କୋଟି ରହିଛି। ସେଥିମଧ୍ୟରୁ ଧାର୍ଯ୍ୟ ଲକ୍ଷ୍ୟର ମାତ୍ର ୨୬ପ୍ରତିଶତ ଆଦାୟ ହୋଇଥିବାବେଳେ ଡିମାଣ୍ଡର...

ଦୁର୍ଗନ୍ଧରେ ସହରବାସୀ, ନିରୁପାୟ ବିଏମ୍‌ସି

ଭୁବନେଶ୍ୱର,୩୦।୧୧(ବନ୍ଦନା ସେଠୀ): ରାସ୍ତା, ଘାଟ, ଗଳିକନ୍ଦି ସମେତ ପୂରା ସହର ବହୁଦିନ ହେବ ଦୁର୍ଗନ୍ଧରେ ଫାଟିପଡ଼ୁଛି। ଦୁର୍ଗନ୍ଧ ଏତେ ଉତ୍କଟ ହେଉଛି ଯେ ନାକରେ ହାତ ନ ଦେଲେ ରହି ହେଉନାହିଁ କି ଯାଇ ହେଉନାହିଁ। ବିଶେଷକରି ରାତି ବଢିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri