କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍ହା ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ ମାଝୀ କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ବାର୍ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ବନବିଭାଗ…