ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍ହା ମାଂସ ଜବତ ସହ ଶିକାରୀଙ୍କୁ… ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍ହା ମାଂସ ଜବତ ସହ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ପୋଇପାଣି…