ଇଣ୍ଡୋନେସିଆରେ ବୁଡ଼ିଲା ଡଙ୍ଗା, ୨୭ ନିଖୋଜ ଜାକର୍ତ୍ତା,୩୧।୩: ଇଣ୍ଡୋନେସିଆର ଏକ ଦୁର୍ଗମ ଗ୍ରାମକୁ ଯାଉଥିବା ଏକ ଡଙ୍ଗା ଖରାପ ପାଗରେ ଫସିଯିବା ପରେ ବୁଡ଼ି ଯାଇଥିବା ଖବର ମିଳିଛିା। ଏହି ଘଟଣାରେ ୨୭ ଜଣ ଲୋକ ନିଖୋଜ ଅଛନ୍ତି, ଏବଂ ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାରକାରୀ ଦଳ ନିୟୋଜିତ…