Tag Archives: boat

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ପ୍ରଭାବରେ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ଏହା ସାଙ୍ଗକୁ ମଙ୍ଗଳବାର ସକାଳ…

୨୪ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଚାନ୍ଦବାଲି/ବାସୁଦେବପୁର,୧୯ା୬(ରତିକାନ୍ତ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ମନ୍ତେଇ ନଦୀର ବାଲିଆପାଳ ଘାଟରେ ନିର୍ମାଣ ହେଉଥିବା ସେତୁର ରୋଡ୍‌ ସର୍ଭେ ବେଳେ ନଦୀରେ ଭାସିଯାଇଥିବା ଯୁବକଙ୍କ ମୃତଦେହ ଶୁକ୍ରବାର ନଦୀରୁ ଉଦ୍ଧାର ହୋଇଛି l ମୃତକ ହେଉଛନ୍ତି ବାଂଶଡ଼ା…

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା ଏବଂ ଏକ ବାଣିଜ୍ୟ ଜାହାଜକୁ ନେଇ ଏକ ବଡ଼ ଧରଣର ଉଦ୍ଧାର କାର୍ଯ୍ୟ…

ଜାହାଜରୁ ତେଲ ନେଇ ସମୁଦ୍ରରେ ଯାଉଥିଲା ଡଙ୍ଗା, ଧରିଲା ପାଟ୍ରୋଲିଂ ପୋଲିସ, ଡଙ୍ଗାରୁ ଡେଇଁ…

ପାରାଦୀପ,୯ା୫(ଶରତ ରାଉତ): ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରିଛି। ଉକ୍ତ ଡଙ୍ଗାରେ ପ୍ରାୟ ୫ ହଜାରରୁ ଅଧିକ ଲିଟର ହାଇସ୍ପିଡ ଡିଜେଲ ଜବତ କରାଯାଇଛି। ଏଥିରେ ଜଡ଼ିତ ଜଣେ ଆନ୍ଧ୍ରପ୍ରଦେଶ ନାଗରିକଙ୍କୁ ଅଟକ…

ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା: ଭତ୍ତା ପାଇଁ ଦେଶୀଡଙ୍ଗାରେ ବିପଦପୂର୍ଣ୍ଣ ଯାତ୍ରା କରୁଛନ୍ତି ହିତାଧିକାରୀ

ନନ୍ଦପୁର,୩୦ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପରଜା ବଡ଼ପଡ଼ା ପଞ୍ଚାୟତର ବୃଦ୍ଧା, ବୃଦ୍ଧ, ବିଧବା, ଅସହାୟମାନଙ୍କୁ ଡିବିଟି ମାଧ୍ୟମରେ ଦିଆଯାଉଥିବା ଭତ୍ତା ଟଙ୍କା ଉଠାଣ ଲାଗି ଜୋଲାପୁଟ ଜଳଭଣ୍ଡାର ପାର ହେବାକୁ ବିପଦସଙ୍କୁଳ ଅବସ୍ଥାରେ ଦେଶୀଡଙ୍ଗା ଯାତ୍ରା କରିବାକୁ ପଡୁଛି।…

ସମୁଦ୍ରରେ ଓଲଟିଲା ମାଛଧରା ଡଙ୍ଗା, ମିଳୁନି ମତ୍ସ୍ୟଜୀବୀଙ୍କ ପତ୍ତା

ଗଞ୍ଜାମ/ଛତ୍ରପୁର,୨୮ା୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଋଷିକୂଲ୍ୟା ମୁହାଣସ୍ଥିତ ସମୁଦ୍ରକୁ ମାଛ ଧରିବାକୁ ଯାଇ ଜଣେ ବ୍ୟକ୍ତି ନିଖୋଜ ଥିବା ଜଣାପଡ଼ିଛି। ନିଖୋଜ ବ୍ୟକ୍ତି ହେଲେ ଛତ୍ରପୁର ବ୍ଲକ ଅନ୍ତର୍ଗତ ନୋଳିଆ ନୋଳିଆ ନୂଆ ଗାଁର ମତ୍ସ୍ୟଜୀବୀ ଏ. କାଳିଆ। ବୁଧବାର ରାତିରେ…

ବନ୍ୟାପାଣି ପାର୍‌ ହୋଇ କନ୍ୟାଙ୍କ ହାତ ଧରିବାକୁ ଡଙ୍ଗାରେ ଗଲେ ବର

ବାରିପଦା,୨୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନେଦା ଗ୍ରାମରେ ବରକୁ ଡଙ୍ଗାରେ ବସାଇ ବରଯାତ୍ରୀମାନେ କନ୍ୟା ଘର ଅଭିମୁଖେ ଯାଉଥିବାର ରୋଚକ ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଗୋଟିଏ ପଟେ ଅଦିନିଆ ବର୍ଷା ଲାଗି ରହିଥିବା…

ଦଦରା ଡଙ୍ଗାରେ ବିପଦପୂର୍ଣ୍ଣ ଯାତ୍ରୀ ପରିବହନ

ମହାକାଳପଡ଼ା, ୨୧ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ବହୁ ପୁରାତନ ଜମ୍ବୁ ଫେରିଘାଟରେ ବିପଦ ସଙ୍କୁଳ ଭାବେ ଦଦରା ଡଙ୍ଗାରେ ଯାତ୍ରୀ ପରିବହନ କରାଯାଉଛି। ଏହି ଘାଟ ଉପରେ ଜମ୍ବୁ ପଞ୍ଚାୟତର ୫ ହଜାର ଲୋକ…

ବଡ଼ବାପାଙ୍କ ସହ ଗାଧୋଇବାକୁ ଯାଇ ମହାନଦୀରେ ଭାସିଗଲେ ୪

ବାଙ୍କୀ,୮ା୬: ମହାନଦୀରେ ଗାଧୋଉଥିବା ବେଳେ ରବିବାର ୪ ଜଣ ପିଲା ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଏବେ ବି ଜଣେ ନାବାଳିକା ନିଖୋଜ ଅଛନ୍ତି। ବଡ଼ବାପାଙ୍କ ସହ ୩ ପୁତୁରା ଏବଂ ଝିଆରୀ ଗାଧୋଇବାକୁ ଯାଇଥିବାବେଳେ ଏହି…

ନଈ ମଝିରେ ଧକ୍କା ଖାଇ ବୁଡ଼ିଗଲା ଇଲିସି ବୋଝେଇ ଡଙ୍ଗା, ପରେ ଘଟିଲା ଏମିତି…

ଭୋଗରାଇ,୧୭ା୧୦(ପ୍ରଦୀପ ଦାସ): ପୂର୍ଣ୍ଣିମା ତିଥିରେ ସମୁଦ୍ର ଅଶାନ୍ତ ରହିଛି। ଏଭଳି ସ୍ଥିତିରେ ମତ୍ସ୍ୟଜୀବୀଙ୍କ ଜାଲରେ ପ୍ରଚୁର ପରିମାଣର ଇଲିସି ଧରା ଦେଉଛନ୍ତି। ଇଲିସି ସନ୍ଧାନରେ ମତ୍ସ୍ୟଜୀବୀମାନେ ଜୀବନକୁ ବାଜି ଲଗାଇଛନ୍ତି। ୨ଟି ଯନ୍ତ୍ର ଚାଳିତ ଡଙ୍ଗା (ଭୁଟୁଭୁଟି)ରେ ବାଲେଶ୍ୱର ଜିଲା ଭୋଗରାଇ…

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ। ଏହି ଫେରି ଘାଟ ୭୦ଲକ୍ଷ ଟଙ୍କାରୁ ଅଧିକ ନିଲାମ ହୋଇଥାଏ। ବିଗତଦିନରେ ଏହି ଫେରି…

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା

ପୁରୀ,୧୮ା୮: ପୁରୀ ଜିଲା କୃଷ୍ଣପ୍ରସାଦ ନିକଟ ମଝି ଚିଲିକାରେ ଏକ ଯାତ୍ରୀବାହୀ ଡଙ୍ଗା ରବିବାର ଫସିଯାଇଛି। ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମହିଁସା ନିକଟରେ ଅଟକି ରହିଛି। ଉକ୍ତ ଡଙ୍ଗାରେ ୪୦ରୁ ଉଦ୍ଧର୍‌ବ ଯାତ୍ରୀ ଥିବା ବେଳେ ପ୍ରାୟ ୨୦ଟି ବାଇକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?