ଚିଲିକା ମଝିରେ ଫସିଲା ବନବିଭାଗର ପାଟ୍ରୋଲିଂ ଡଙ୍ଗା
ପୁରୀ,୪ା୮: ପୁରୀ ଜିଲା କୃଷ୍ଣପ୍ରସାଦର ଜହ୍ନିକୁଦା ନିକଟରେ ରବିବାର ବନବିଭାଗର ଏକ ପାଟ୍ରୋଲିଂ ଗାଡ଼ି ଚିଲିକା ମଝିରେ ଫସିରହିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଡଙ୍ଗାଟି ଫସି ଯାଇଥିବା ଜଣାପଡ଼ିଛି। ଏଥିରେ ବନବିଭାଗର ୪ ଜଣ କର୍ମଚାରୀ ରହିଛନ୍ତି। ଫସିଥିବା ବନ କର୍ମଚାରୀମାନେ…

