ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା
ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା ରାସ୍ତା ଆଜି ଜଳମଗ୍ନ ହୋଇପଡ଼ିଛି। ଫଳରେ ଏହି ରାସ୍ତାରେ ସାଧାରଣ ଯାତାୟାତ ବାଧାପ୍ରାପ୍ତ…

