ଝୁଲନ୍ତା ଅବସ୍ଥାରେ ମିଳିଲା ନାଏବ ସରପଞ୍ଚଙ୍କ ମୃତଦେହ, ମାମୁଙ୍କୁ ଫୋନ୍ କରି ଭାଣିଜୀ କହିଲା… ଗୁଣୁପୁର,୧୨ା୯(ପ୍ରଦୀପ ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଡମ୍ବସରା ପଞ୍ଚାୟତର ନାଏବ ସରପଞ୍ଚଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ନାଏବ ସରପଞ୍ଚ ଜଣକ ହେଲେ ରଞ୍ଜିତା ତ୍ରିପାଠୀ। ସେ ନିଜ ଘର ପଦ୍ମପୁର ବ୍ଲକ ପେରୁପାଙ୍ଗ ଗାଁରେ ରହିଥିବା ବେଳେ ଗୁଣପୁର…