ବିଚ୍ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ… ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍ ରାସ୍ତାରେ ଏକ ନବଜାତ ଶିଶୁର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଶିଶୁ ଜନ୍ମ…