ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା ଘର ଗ୍ରାମ ବିଲ ମଧ୍ୟରେ ଥିବା ଏକ ଛୋଟ ଗାଡ଼ିଆରୁ ରବିବାର ଅପରାହ୍ନରେ…