Tag Archives: Bolangir

ବଲାଙ୍ଗିରରେ ଲକ୍ଷାଧିକ ଟଙ୍କାର କେନ୍ଦୁକାଠ ବୋଝେଇ ଟ୍ରକ ଜବତ, ଦୁଇ ଅଭିଯୁକ୍ତ ଅଟକ

ବଲାଙ୍ଗିର,୧୮ା୯: ବଲାଙ୍ଗିର ବନ ଖଣ୍ଡ ବିଭାଗ ପକ୍ଷରୁ ବିଜାଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର କେନ୍ଦୁକାଠ ବୋଝେଇ ଏକ ଟ୍ରକ (WB 25N 9883) ଜବତ କରାଯାଇଛି। ସକାଳ ୬:୩୫ରେ ବଲାଙ୍ଗିର-ଟିଟିଲାଗଡ଼ ରାସ୍ତାରେ ପେଟ୍ରୋଲିଂ ବେଳେ ବନ କର୍ମଚାରୀମାନେ…

ମହିଳାଙ୍କ ଉପରେ ବଢୁଛି ହିଂସା: ବଲାଙ୍ଗୀର ଏସ୍‌ପି ଅଫିସ ଘେରାଉ କଲା ମହିଳା ବିଜୁ ଜନତା ଦଳ, ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ…

ବଲାଙ୍ଗୀର,୧୭।୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ମହିଳା ବିଜୁ ଜନତା ଦଳ ବୁଧବାର ମହିଳା ମାନଙ୍କ ସୁରକ୍ଷା ନେଇ ଏସ୍‌ପି ଅଫିସ ଘେରାଉ କରିଛି। ଏଥିସହ ଏସ୍‌ପିଙ୍କ ଜରିଆରେ ପୋଲିସ ମହନିର୍ଦ୍ଦେଶକଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ ଏବଂ…

ଆସୁଛି ଦୁର୍ଗାପୂଜା: ବଲାଙ୍ଗୀର ଜିଲା ପ୍ରଶାସନର ପ୍ରସ୍ତୁତି ବୈଠକ, ଲାଗିବ କ୍ୟାମେରା, ଶାନ୍ତି ଶୃଙ୍ଖଳାରେ…

ବଲାଙ୍ଗୀର, ୯।୯(ସୁନୀଲ କୁମାର ମହାନ୍ତି): ଆସନ୍ତା ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳାର ସହ ଏବଂ ସୁରକ୍ଷିତ ଭାବେ ପାଳନ କରିବାକୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ମଙ୍ଗବାର ଜିଲାପାଳ  କନ୍‌ଫରେନ୍ସ ହଲରେ ଏକ ପ୍ରସ୍ତୁତି ବୈଠକ ଡକାଯାଇଥିଲା। ଏଥର ସହରରେ ୧୭ଟି ପୂଜା ମଣ୍ଡପରେ…

ନୂଆଁଖାଇ ପାଳିଲେ ବଲାଙ୍ଗୀର ରାଜପରିବାର, ଓଡ଼ିଶାବାସୀଙ୍କୁ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୨୮।୮(ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ବଲାଙ୍ଗୀର ସହରରେ ଲୋକଙ୍କ ଭିତରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା ଦେଖାଦେଇଛି। ସହରରେ ନୂଆଁଖାଇକୁ ନେଇ ଗୁରୁବାର ସାଂସ୍କୃତିକ ପରିବେଶ ଉତ୍ସାହପୂର୍ଣ୍ଣ ରହିଥିଲା। ଚଳିତବର୍ଷ ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାର…

ମଦ୍ୟପଙ୍କ ଅଜବ କାଣ୍ଡ: ନିଶାସକ୍ତ ଅବସ୍ଥାରେ ଜୀଅନ୍ତା ନାଗ ସାପକୁ ଚୋବାଇ ଖାଇଲେ, ଏବେ…

ବଲାଙ୍ଗୀର,୧୮।୭ (ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ ଅଜବ କାଣ୍ଡ କରିଛନ୍ତି। ମଦ୍ୟପଜଣଙ୍କ ଜୀଅନ୍ତା ନାଗ ସାପକୁ ଖାଇ ଗୁରୁତର ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଭୀମଭୋଇ ମେଡିକାଲ କଲେଜ…

ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଏଆଇଟିୟୁସି ଓ ଏଆଇୟୁଟିୟୁସି

ବଲାଙ୍ଗୀର,୨୦।୫(ସୁନିଲ ମହାନ୍ତି): ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଓ ସ୍ବାଧୀନ ଫେଡେରେଶନ ଆହ୍ବାନରେ ଦେଶ ବ୍ୟାପି ବିକ୍ଷୋଭ କରାଯାଉଛି। ଏହି ଅବସରରେ ମଙ୍ଗଳବାର ଏଆଇଟିୟୁସି ଓ ଏଆଇୟୁଟିୟୁସି ବଲାଙ୍ଗୀର ଜିଲା ପକ୍ଷରୁ କୋଶଳ କଳା ମଣ୍ଡଳ ପଡିଆରୁ ଏକ ରାଲି ବାହାରି…

ବାହାଘରରେ ଯୋଗ ଦେବାକୁ ଯାଉଥିଲେ, ହାଇଓ୍ବା ସହ ଧକ୍କାରେ ଚାଲିଗଲା ୪ ବର୍ଷ ପୁଅର ଜୀବନ; ମା’ବାପାଙ୍କ ସହ ୩ ଗୁରୁତର

ବଲାଙ୍ଗୀର,୨୭।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼-ଘସିଆନ-ଲରମ୍ଭା ରାସ୍ତାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବାକୁ ପଛପଟୁ ଏକ ବାଇକ ଧକ୍କା ଦେବା ଫଳରେ ବାଇକରେ ବସିଥିବା ଜଣେ ବାଳକଙ୍କ ମୃତ୍ୟୁ ହୋଇଛି। ମୃତ ବାଳକ ହେଉଛନ୍ତି…

ବିବାହ ଭୋଜିରେ ଦେଲେନି ମାଂସ, ରାଗରେ ନିଆଁବାଣ ହୋଇ ଗାଡ଼ି ଜାଳିଦେଲେ ୨ ଯୁବକ

ବଲାଙ୍ଗୀର, ୨୦।୪(ସୁନୀଲ କୁମାର ମହାନ୍ତି): ବିବାହ ଭୋଜିରେ ମାଂସ ଦେଲେ ନାହିଁ ବୋଲି ଏକ ଚାରିଚକିଆ ଗାଡକୁ ନିଆଁ ଲଗାଇ ପୋଡ଼ି ଦେଲେ କିଛି ଯୁବକ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ବେଲପଡା ଥାନା ଖଲିପଥର…

ଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ମଠଖାଇ ଜଙ୍ଗଲ ସନ୍ନିକଟ ବଲାଙ୍ଗୀର-ଦେଓଗାଁ ୨୬ ନଂ ଜାତୀୟ ରାଜପଥ କଡ଼ରୁ ଦୁଇଜଣ ଅପରିଚିତ ଯୁବକଙ୍କ ମୃତଦେହକୁ ବୁଧବାର ସଦର ଥାନା ପୋଲିସ ଉଦ୍ଧାର କରିଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ…

ଛତିଶଗଡ଼ ଚାଲାଣ ହୋଇଛନ୍ତି ବଲାଙ୍ଗୀରର ନବଜାତ ଶିଶୁ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ଜିଲା ମୁରିବାହାଲ ଥାନା କର୍ଲା ଗାଁରୁ ଏକ ନବଜାତ ଶିଶୁକନ୍ୟାକୁ ଚାଲାଣ କରାଯାଉଥିବା ଜଣାପଡ଼ିବା ପରେ ପୁଣିଥରେ ହଇଚଇ ସୃଷ୍ଟି ହୋଇଛି। ଏହି ଗାଁର ଜଣେ ମହିଳା କିଛି ଦିନ ତଳେ ବଲାଙ୍ଗୀର ଭୀମଭୋଇ…

ବଲାଙ୍ଗୀର ଭୀମଭୋଇ ହସ୍ପିଟାଲରୁ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର, ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ ପଠାଗଲା

ବଲାଙ୍ଗୀର, ୧୦।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି ଘଣ୍ଟା ପରେ ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ସଇଁତଲାରୁ ଉକ୍ତ ଶିଶୁପୁତ୍ରକୁ ପ୍ରଶାସନିକ ଟିମ ଉଦ୍ଧାର…

ବଲାଙ୍ଗୀରରେ ଶିଶୁ ବିକ୍ରି, ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଡିଲ୍

ବଲାଙ୍ଗୀର,୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଏକ ନବଜାତ ଶିଶୁ ପୁତ୍ର ବିକ୍ରି ପାଇଁ ଡିଲ୍ ହୋଇଥିବା ଜଣାପଡିଛି। ଶିଶୁପୁତ୍ରକୁ ଟଙ୍କା ଦେଇ ଜଣେ ଦମ୍ପତି କିଣିଥିବା ଜଣାପଡିବା ପରେ ହଇଚଇ ସୃଷ୍ଟି ହୋଇଛି। ବଲାଙ୍ଗୀର ସହର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri