ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଳଗଣ୍ଡି ଛକରେ ବୋଲେରୋ ଓ ସ୍କଟି ମଧ୍ୟରେ ଧକ୍କା ହେବାରୁ...