ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍ ଭାଙ୍ଗିଲେ… ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା କରିଛନ୍ତି ଆନ୍ଦୋଳନକାରୀ। ପୋଲିସ ସହ ଆନ୍ଦୋଳନକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି । ନିର୍ବାଚିତ…