ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍
ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା CJP ର ପ୍ରଦର୍ଶନକୁ ସମର୍ଥନ ଜଣାଇ ଆୟୋଜିତ ଏକ ପ୍ରତିବାଦ ସଭାରେ ସମର୍ଥନ…

