Tag Archives: Bollywood News

ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ମୃଣାଲ, ଖୋଲି କହିଦେଲେ ସବୁକଥା

ମୁମ୍ବାଇ, ୦୪।୦୮: ଟିଭି ଇଣ୍ଡଷ୍ଟ୍ରିରୁ କ୍ୟାରିୟର ଆରମ୍ଭ କରି ବଲିଉଡରେ ଲୋକପ୍ରିୟତା ହାସଲ କରିଥିବା ଅଭିନେତ୍ରୀଙ୍କ ମଧ୍ୟରୁ ମୃଣାଲ ଠାକୁର ଅନ୍ୟତମ। ୨୦୧୨ରେ ଟିଭି ଧାରାବାହିକ ‘ମୁଝ୍‌ସେ କୁଛ୍‌ କେହତି ହେ ଖାମୋସିୟାଁ’ ଜରିଆରେ ସେ ଛୋଟ ପରଦାରେ ଡେବ୍ୟୁ...

ଅଳକା ୟାଗନିକ୍‌ଙ୍କୁ ନେଇ ବଡ଼ ଖବର, ହୋଇଛି ଏପରି ରୋଗ

ମୁମ଼୍ବାଇ, ୧୮।୬: ବଲିଉଡ୍‌ ଜଗତର ଖ୍ୟାତନାମା ସିଙ୍ଗର ଅଳକା ୟାଗନିକ୍‌ ଏକ ରୋଗର ଶିକାର ହୋଇଛନ୍ତି । ସୋସିଆଲ ମିଡିଆରେ ଏ ନେଇ ସେ ସୂଚନା ଦେଇଛନ୍ତି । ଅଳକା ଲେଖିଛନ୍ତି ଯେ ତାଙ୍କ କାନରେ ସମସ୍ୟା ରହିଛି ।...

ବାପାଙ୍କ ବିବାହରେ ସରପ୍ରାଇଜ୍‌ ଦେଲେ ପୁଅ

ବଲିଉଡ୍‌ ଅଭିନେତା ଅରବାଜ ଖାନ ମେକଅପ କଳାକାର ଶୌରା ଖାନଙ୍କୁ ଦ୍ୱିତୀୟ ବିବାହ କରିଛନ୍ତି। ଏହି ଦମ୍ପତି ଭଉଣୀ ଅର୍ପିତା ଖାନଙ୍କ ଘରେ ବିବାହ କରିଥିଲେ। ଅନେକ ବଲିଉଡ ତାରକା ଅରବାଜ-ଶୌରାଙ୍କ ବିବାହ ଉତ୍ସବରେ ଯୋଗ ଦେଇଥିଲେ। ଦୁହିଁଙ୍କ ବିବାହର...

ଭାଇବୋହୂଙ୍କ ସହ ଡ୍ୟାନ୍ସ କଲେ ସଲମାନ

ବଲିଉଡ୍‌ ଅଭିନେତା ଅରବାଜ ଖାନ ମେକଅପ କଳାକାର ଶୌରା ଖାନଙ୍କୁ ଦ୍ୱିତୀୟ ବିବାହ କରିଛନ୍ତି। କରିଥିଲେ। ଅରବାଜ-ଶୌରାଙ୍କ ବିବାହ ଭଉଣୀ ଅର୍ପିତା ଖାନଙ୍କ ଘରେ ହୋଇଥିଲା। ସଲମାନଙ୍କ ବ୍ୟତୀତ ଅନେକ ତାରକା ମଧ୍ୟ ଏହି ବିବାହ ଉତ୍ସବରେ ଯୋଗ ଦେଇଥିଲେ।...

ବାତ୍ୟାରେ ଦୀର୍ଘ ୨୪ ଘଣ୍ଟା ଯାଏ ଫସି ରହିଲେ ଆମିର ଖାଁ; ପାଣି କି ବିଜୁଳି ମିଳିଲା ନାହିଁ…

ଚେନ୍ନାଇ: ବାତ୍ୟା ‘ମିଗ୍‌ଜୋମ୍‌’ରେ ଫସି ରହିଥିଲେ ବଲିଉଡ୍‌ ଅଭିନେତା ଆମିର ଖାଁ। ଘଣ୍ଟାଏ କିମ୍ବା ଦୁଇ ଘଣ୍ଟା ନୁହେଁ ଦୀର୍ଘ ୨୪ ଘଣ୍ଟା ଯାଏ ଫସି ରହିଥିଲେ ସେ। ପରେ ଅଗ୍ନିଶମ ଏବଂ ଉଦ୍ଧାରକାରୀ ଟିମ୍‌ ପହଞ୍ଚି ତାଙ୍କୁ ଉଦ୍ଧାର...

‘ରଣବୀର କପୁର ନୁହନ୍ତି ରଣବୀର ସିଂ ଥିଲେ ପ୍ରଥମ ପସନ୍ଦ’

ବମ୍ବେ: ବଲିଉଡ ଅଭିନେତା ରଣବୀର କପୁର ୨୦୧୮ରେ ଆସିଥିବା ବ୍ଲକବଷ୍ଟର ସିନେମା ‘ସଞ୍ଜୁ’ରେ ଚମତ୍କାର ଅଭିନୟ କରିଥିଲେ। ଫିଲ୍ମ ସମୀକ୍ଷକଙ୍କଠାରୁ ଆରମ୍ଭ କରି ଦର୍ଶକେ ଏହାକୁ ବେଶ ପସନ୍ଦ କରିଥିଲେ। ଫିଲ୍ମଟି ସୁପରଷ୍ଟାର ସଞ୍ଜୟ ଦତ୍ତଙ୍କ ଜୀବନ ଉପରେ ପର୍ଯ୍ୟବଶିତ...

୪୭ ବର୍ଷ ବୟସରେ ବିବାହ କରିବାକୁ ଯାଉଛନ୍ତି ଏହି ବଲିଉଡ୍‌ ଅଭିନେତା

ବମ୍ବେ: ହାତକୁ ଦୁଇ ହାତ ହେବେ ବଲିଉଡର ଲୋକପ୍ରିୟ ଅଭିନେତା ରଣଦୀପ ହୁଡ୍ଡା। ୪୭ ବର୍ଷ ବୟସରେ ପ୍ରେମିକା ଲିନ୍‌ ଲାଶରମ୍‌ଙ୍କ ହାତ ଧରିବେ ସେ। ଏହି ବିବାହକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଅଭିନେତା ସୋସିଆଲ...

ବାଦ-ବିବାଦ ଭୁଲି କାର୍ତ୍ତିକଙ୍କ ସହ ଫିଲ୍ମ କରିବାକୁ ଯାଉଛନ୍ତି କରନ୍‌ ଜୋହର, ଜନ୍ମଦିନରେ କଲେ ବଡ଼ ଘୋଷଣା

ବମ୍ବେ: ବଲିଉଡ ଅଭିନେତା କାର୍ତ୍ତିକ ଆର୍ୟନ ଆଜି ନିଜର ଜନ୍ମଦିନ ପାଳନ କରୁଛନ୍ତି। ଏହି ଖାସ୍‌ ଦିନରେ ତାଙ୍କର ଅପ୍‌କମିଂ ଫିଲ୍ମକୁ ନେଇ ବଡ଼ ଘୋଷଣା କରାଯାଇଛି, ଯାହାକି ଅନେକଙ୍କୁ ଚକିତ କରିଛି। କାରଣ ବଲିଉଡର ଲୋକପ୍ରିୟ ନିର୍ଦ୍ଦେଶକ କରନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri