ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା
ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B) ନିକଟରେ ଏକ ବ୍ଲଗ ପୋଷ୍ଟ ଲେଖିଥିଲେ, ଯାହା ୮୩ ବର୍ଷୀୟ ଏହି ସୁପରଷ୍ଟାରଙ୍କ…
ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’
ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ ସମ୍ପର୍କିତ କାର୍ଯ୍ୟକ୍ରମ ପାଇଁ ଭାରତ ଗସ୍ତ କରିଥିଲେ ଏବଂ ସୋସିଆଲ ମିଡିଆରେ ନିଜ…
ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା
ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ ଏକାଠି ଏହି ଗୁଜବଗୁଡ଼ିକୁ ଦୂର କରିଦେଇଥିଲେ, କିନ୍ତୁ ଏବେ ଏହା ଦେଖାଯାଉଛି ଯେ…
‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର
ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି, କିନ୍ତୁ ଉଭୟ ବିବାହ ଛାଡପତ୍ରରେ ଶେଷ ହୋଇଛି। ଆମିର ଖାନ ବର୍ତ୍ତମାନ ବ୍ୟକ୍ତିଗତ…
ଅବସର ନେବେ ଅକ୍ଷୟ କୁମାର!
ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ ‘ୱେଲକମ ଟୁ ଦି ଜଙ୍ଗଲ’ର ଟ୍ରେଲର ରିଲିଜ ହୋଇଛି ଏବଂ ଦର୍ଶକଙ୍କଠାରୁ ଏକ ଚମତ୍କାର ପ୍ରତିକ୍ରିୟା ପାଉଛନ୍ତି; ଅକ୍ଷୟଙ୍କ ପ୍ରଶଂସକମାନେ ଏହାକୁ ପସନ୍ଦ କରୁଛନ୍ତି। ଏହି ଫିଲ୍ମରେ ପ୍ରାୟ ୩୦ ଜଣ ଷ୍ଟାର ଅଛନ୍ତି, ଯେଉଁମାନେ…
ପୁଣି ଥରେ ମା’ ହେବେ ଦୀପିକା ପାଦୁକୋନ, ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି କହିଲେ…
ମୁମ୍ବାଇ: ବଲିଉଡ ଷ୍ଟାର୍ ଦୀପିକା ପାଦୁକୋନ ଏବଂ ରଣବୀର ସିଂହ ଦ୍ୱିତୀୟ ଥର ମା-ବାପା ହେବାକୁ ଯାଉଛନ୍ତି। ଉଭୟ କପଲ ଏନେଇ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେମାନଙ୍କ ଝିଅ ଦୁଆ ସେପ୍ଟେମ୍ବର ୨୦୨୪ରେ ଜନ୍ମ ଗ୍ରହଣ କରିଥିଲେ। ତେବେ ଏହି…
ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍ ଫଟୋ
ମୁମ୍ବାଇ: ବଲିଉଡର ଫିଟନେସ୍ କୁଇନ୍ ତଥା ଖ୍ୟାତନାମା ଆଇଟମ୍ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକଅପ ପରେ ଏବେ ମଲାଇକାଙ୍କ ନାଁ ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ସହ ଯୋଡ଼ା…
ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…
ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ କରିଥିଲେ। କୋର୍ଟ ଅଭିନେତାଙ୍କୁ ଟଙ୍କା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ସମୟ…
WPL 2026ରେ ଗ୍ଲାମରର ତଡ଼କା…, କ୍ରିକେଟ ମଇଦାନକୁ ଓହ୍ଲାଇବ ବଲିଉଡ଼! ଜାଣନ୍ତୁ କାହା ସହ ପରଫର୍ମ କରିବେ ହନି ସିଂହ
ନୂଆଦିଲ୍ଲୀ,୮।୧: ମହିଳା ପ୍ରିମିୟର ଲିଗ ୨୦୨୬ ଏକ ଭବ୍ୟ ଉଦଘାଟନ ପାଇଁ ପ୍ରସ୍ତୁତ। ଟୁର୍ଣ୍ଣାମେଣ୍ଟର ଚତୁର୍ଥ ସିଜିନର ପ୍ରଥମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ। ଉଭୟ ଦଳ ନଭି ମୁମ୍ବାଇର ଡିୱାଇ ପାଟିଲ କ୍ରିକେଟ…
ଚର୍ଚ୍ଚାରେ କିଆରାଙ୍କ କ୍ୟୁଟ କେକ..
ମୁମ୍ବାଇ: ବଲିଉଡ ନାୟିକା କିଆରା ଆଡଭାନୀ ଏବେ ମାତୃତ୍ୱକୁ ଉପଭୋଗ କରୁଛନ୍ତି। ସେ ଜୁଲାଇରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ମାଆ ହେବା ପରେ, କିଆରା ୩୧ ଜୁଲାଇରେ ତାଙ୍କର ୩୪ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଜନ୍ମଦିନ କିଆରାଙ୍କ…
ଭୟଙ୍କର ରୋଗ ସହ ଲଢୁଛନ୍ତି ସଲମାନ, ହେଲା ବଡ଼ ଖୁଲାସା
ମୁମ୍ବାଇ: ସଲମାନ ଖାନ ବଲିଉଡର ସବୁଠାରୁ ବଡ ସୁପରଷ୍ଟାରମାନଙ୍କ ମଧ୍ୟରୁ ଜଣେ। ସିନେମା ଜଗତକୁ ଅନେକ ହିଟ ଫିଲ୍ମ ଦେଇଛନ୍ତି ଏହି ଅଭିନେତା । ସଲମାନଙ୍କୁ ଏବେ ୫୯ ବର୍ଷ ବୟସ। ବୟସାଧିକ ସତ୍ତ୍ୱେ ଫିଲ୍ମରେ ବହୁତ ସକ୍ରିୟ ଅଛନ୍ତି ସେ।…
‘ଅପରେଶନ ସିନ୍ଦୂର’ ପୋଷ୍ଟରକୁ ନେଇ ରାଗିଲେ ୟୁଜର୍ସ: କ୍ଷମା ମାଗିଲେ ପ୍ରଯୋଜକ
‘ବର୍ଡର’ ଠାରୁ ‘ଉରି – ଦି ସର୍ଜିକାଲ ଷ୍ଟ୍ରାଇକ’ ପର୍ଯ୍ୟନ୍ତ, ବଲିଉଡ ଦେଶପ୍ରେମ ଉପରେ ଆଧାରିତ ଅନେକ ଫିଲ୍ମ ନିମାଣ କରିଛି, ଯାହା ସୁପରହିଟ୍ ହୋଇଛି। ଏହି ଚଳଚ୍ଚିତ୍ରଗୁଡ଼ିକର ସଫଳତା ସେମାନଙ୍କ ସହିତ ଜଡିତ କଳାକାରଙ୍କ ଭାଗ୍ୟ ବଦଳାଇ ଦେଇଛି। ସମ୍ପ୍ରତି…

