ପୂର୍ବତନ ପ୍ରେମିକଙ୍କ ସହ ପ୍ୟାଚ୍ଅପ୍ କରିନେଲେ କି ସୁସ୍ମିତା? ଦୀପାବଳି ପାର୍ଟିରେ ହାତ ଧରି ଏଣ୍ଟ୍ରି କରିବା ପରେ ଚର୍ଚ୍ଚା ବଢ଼ିଲା…
ବମ୍ବେ: ଅଭିନୟକୁ ନେଇ କମ୍ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହିଥାନ୍ତି ବଲିଉଡ୍ ଅଭିନେତ୍ରୀ ସୁସ୍ମିତା ସେନ। କେତେବେଳେ ୧୮ ବର୍ଷ ସାନ ପ୍ରେମିକ ତ କେତେବେଳେ ଲଳିତ ମୋଦିଙ୍କ ସହ ସମ୍ପର୍କକୁ ନେଇ ଖବର ଶିରୋନାମାରେ ରହିଆସିଛନ୍ତି ସେ।…
ଇରଫାନ୍ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା
ଉଦୟପୁର, ୧୮।୪: ବଲିଉଡ ଅଭିନେତା ଇରଫାନ ଖାନ୍ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ ଜମିଛି। ଟ୍ୟୁମର ଚିକିତ୍ସା ସାରି ଭାରତ ଫେରିଥିବା ଇରଫାନ ିଜ ଆଗାମୀ ଫିଲ୍ମ ‘ଇଂଲିଶ ମିଡିୟମ’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ରାଜସ୍ଥାନର ଉଦୟପୁରରେ ଫିଲ୍ମର ଶୁଟିଂ ଚାଲିଥିବାବେଳେ…

