ICT ରାୟ ପୂର୍ବରୁ ଢାକାରେ ବୋମା ବିସ୍ଫୋରଣ, ହିଂସାତ୍ମକ ପ୍ରଦର୍ଶନକାରୀଙ୍କୁ ଦେଖିିବା ମାତ୍ରେ ଗୁଳି କରିବାକୁ ନିର୍ଦ୍ଦେଶ
ଢାକା,୧୭।୧୧: ବାଂଲାଦେଶ ହିଂସାର ମାତ୍ର ଗୋଟିଏ ବର୍ଷ ପରେ, ଦେଶର ରାଜଧାନୀ ଢାକା ପୁଣି ଥରେ ଅଶାନ୍ତ ହୋଇପଡ଼ିଛି। ବୋମା ବିସ୍ଫୋରଣ ଅନେକ ସ୍ଥାନରେ ସ୍ଥାୟୀବାସିନ୍ଦାଙ୍କୁ ଭୟଭୀତ କରିଛି। ଢାକାରେ ହିଂସାତ୍ମକ ପ୍ରତିବାଦ ବଢ଼ିବାରେ ଲାଗିଛି। ପରିସ୍ଥିତି ଏବେ ଏପରି...
କର୍ପୋରେଟରଙ୍କ ଘର ଉପରକୁ ବୋମାମାଡ଼
ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ରହୁଥିବା ବିଇଏମ୍ସିର ୯ ନଂ ଓ୍ବାର୍ଡର କର୍ପୋରେଟର ସନ୍ତୋଷ କୁମାର ସେଠୀଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏଥିରେ ସେ ଓ ତାଙ୍କ ପରିବାର ଅଳ୍ପକେ ବର୍ତ୍ତି ଯାଇଛନ୍ତି।...
ଶ୍ରୀମନ୍ଦିର ଉଡ଼ାଇଦେବାକୁ ଧମକ
ପୁରୀ,୧୪ା୮ (ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶ୍ରୀମନ୍ଦିର ପରିକ୍ରମା ମାର୍ଗର ବୁଢ଼ୀ ମା’ ମନ୍ଦିର କାନ୍ଥରେ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣ ନେଇ ହାତରେ ଲେଖାଯିବା ସହିତ ଫୋନ୍ ନମ୍ବର ମଧ୍ୟ...
ବୋମାମାଡ଼ରେ ଭାଙ୍ଗିଲା ଘରର କବାଟ-ଝରକା, ଜଣେ ଗୁରୁତର
ଢେଙ୍କାନାଳ,୮ା୮(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ତରଭା ଫାଣ୍ଡି ନୂଆଗାଁରେ ଗୁରୁବାର ବିଳମ୍ବିତ ରାତିରେ ଗ୍ରାମର ବିଜୟ ନାୟକ (୪୭)ଙ୍କ ଘର ଉପରେ ବୋମାମାଡ଼ ହୋଇଛି। ବୋମାମାଡ଼ରେ ବିଜୟଙ୍କ ଘର କବାଟ ଓ ଝରକା ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି।...
ବିଜୟ ଉତ୍ସବ ବେଳେ ବୋମା ଫୁଟି ନାବାଳିକା ମୃତ
କୋଲକାତା,୨୪ା୬(ପି.ଟି.): ପଶ୍ଚିମବଙ୍ଗର ନଦିଆ ଜିଲା ଅନ୍ତର୍ଗତ କାଳୀଗଞ୍ଜରେ ତୃଣମୂଳ କଂଗ୍ରେସର ବିଜୟ ଉତ୍ସବ ରାଲିରେ ବୋମା ଫୁଟି ଜଣେ ୧୩ ବର୍ଷୀୟା ବାଳିକାଙ୍କ ମୃତ୍ୟୁ ଘଟିଛି। କାଳୀଗଞ୍ଜ ଆସନ ପାଇଁ ଉପନିର୍ବାଚନରେ ଟିଏମ୍ସି ପ୍ରାର୍ଥୀ ଅଲିଫା ଅହମଦ ବିଜୟୀ ହୋଇଥିଲେ।...
ରେଞ୍ଜ କାର୍ଯ୍ୟାଳୟକୁ ବୋମାମାଡ଼, ଭାଙ୍ଗିଲା ଗୋଦାମ ଗୃହ
ଭଞ୍ଜନଗର,୧୬ା୬(ବାବୁଲା ପ୍ରଧାନ): ଢେଙ୍କାନାଳ ବନଖଣ୍ଡର ବନରକ୍ଷୀ ପ୍ରହଲ୍ଲାଦ ପ୍ରଧାନଙ୍କୁ ଗୁଳିକରି ହତ୍ୟା ଘଟଣାର ଆତଙ୍କ ଥମି ନ ଥିବା ବେଳେ ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅଧିନସ୍ଥ ଜଗନ୍ନାଥପ୍ରସାଦ ରେଞ୍ଜ କାର୍ଯ୍ୟାଳୟ ଉପରକୁ...
ଶୋଇଥିବାବେଳେ ଘର ଉପରକୁ ବୋମାମାଡ଼: ଗାଁ ଧୂଆଁମୟ
ବାଙ୍କୀ,୭ା୬: ଶୋଇଥିବାବେଳେ ଘର ଉପରକୁ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ। ଏପରି ଘଟଣା ଘଟିଛି କଟକ ଜିଲା ବାଙ୍କୀ ମହଙ୍ଗା ଗୋପାଳପୁର ଗାଁରେ। ଏହି ଗାଁରେ ୩ଟି ବୋମାମାଡ଼ ହୋଇଛି। ଫଳରେ ଗାଁ ଧୂଆଁମୟ ହୋଇଯାଇଥିଲା। ବୋମାମାଡ଼ରେ ଭାଙ୍ଗିଲା ଘରର କବାଟ...
ଭାଜପା ନେତାଙ୍କ ଘର ବାହାରେ ଫୁଟିଲା ବୋମା
ଜଳନ୍ଧର,୮।୪: ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ ହୋଇଛ। ବିସ୍ଫୋରଣର ସୂଚନା ପାଇ ପୋଲିସ ସେଠାରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ଫୋରେନସିକ ଦଳ ସେହି ସ୍ଥାନରେ ପହଞ୍ଚିଛ। ପୂର୍ବତନ ମନ୍ତ୍ରୀ ମନେରଞ୍ଜନ...
ଖୋର୍ଦ୍ଧାରେ ଫୁଟିଲା ବୋମା: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର
ଖୋର୍ଦ୍ଧା,୭ା୪: ସଦର ଥାନା ଅନ୍ତର୍ଗତ ଶଢ଼େଇଗଡ଼ ଗ୍ରାମରେ ବୋମା ବିସ୍ଫୋରଣ ହୋଇଛି। ଏଥିରେ ଜଣଙ୍କର ଜୀବନ ଚାଲିଥିବାବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ସେହି ଗ୍ରାମର ନିରାକାର ସିଂ। ଆହତ ହେଲେ ବଣ୍ଟି ଅରିସଲ। ତାଙ୍କୁ...
ବୋମାମାଡ଼ କରି ବନ୍ଧାହେଲେ ଦୁଇ ଭାଇ
ଗୋପାଳପୁର,୧୬ା୩(ନବୀନ ରାଜ ଆଚାରୀ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ କରିବା ଘଟଣାରେ ଗୋପାଳପୁର ଥାନା ପୋଲିସ ଦୁଇ ଭାଇଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ...
ପାକିସ୍ତାନରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ, ୫ ଚାଇନା ନାଗରିକଙ୍କ ମୃତ୍ୟୁ
ଇସଲାମାବାଦ,୨୬।୩: ପାକିସ୍ତାନରେ ମଙ୍ଗଳବାର ବଡ଼ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ଘଟିଛି। ଖେବର୍ ପାଖ୍ତୁନ୍ଖ୍ବାଠାରେ ହୋଇଥିବା ଏହି ଆକ୍ରମଣରେ ୫ ଚାଇନା ନାଗରିକଙ୍କ ସମେତ ୬ଜଣଙ୍କ ମୃତ୍ୟୁ ହୋଇଛି। ମୃତ ଚାଇନାର ନାଗରିକମାନେ ଇଞ୍ଜିନିୟର ଥିବା ବେଳେ ପାକିସ୍ତାନରେ ଚାଲୁଥିବା ଏକ...
Archives


