ଘରେ ଶୋଇଥିବା ବେଳେ ଦୁର୍ବୃତ୍ତଙ୍କ ବୋମାମାଡ଼, ଘର କାନ୍ଥ ଭୁଶୁଡ଼ି… ଛତ୍ରପୁର,୨୭।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଚିକଲଖଣ୍ଡି ଗ୍ରାମରେ ଅଭାବନୀୟ ଘଟଣା । ସୋମବାର ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ ଘର ଉପରକୁ ବୋମାମାଡ଼ ହୋଇଥିଲା । ଖବର ଅନୁସାରେ, ଚିକଲଖଣ୍ଡି ଗ୍ରାମର ଜି. କାମରାଜୁ ରେଡିଙ୍କ…