Bomb Blast In Pakistan

Blast In Pakistan: ପାକିସ୍ତାନରେ ବଡ଼ ବିସ୍ଫୋରଣ: ବହୁ ଯବାନ ଶହୀଦ

ଇସଲାମବାଦ,୨୫।୪: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର କ୍ୱେଟା ସହରର ମାର୍ଗେଟ ଅଞ୍ଚଳରେ ଶୁକ୍ରବାର ଏକ ଆଇଇଡି (ଇମ୍ପ୍ରୋଭାଇଜଡ ଏକ୍ସପ୍ଲୋସିଭ ଡିଭାଇସ) ବିସ୍ଫୋରଣରେ ଫ୍ରଣ୍ଟିୟର କନଷ୍ଟାବୁଲାରୀ (ଏଫସି)ର ୪ ଜଣ…

8 months ago