ପାକିସ୍ତାନରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ, ୫ ଚାଇନା ନାଗରିକଙ୍କ ମୃତ୍ୟୁ ଇସଲାମାବାଦ,୨୬।୩: ପାକିସ୍ତାନରେ ମଙ୍ଗଳବାର ବଡ଼ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ଘଟିଛି। ଖେବର୍ ପାଖ୍ତୁନ୍ଖ୍ବାଠାରେ ହୋଇଥିବା ଏହି ଆକ୍ରମଣରେ ୫ ଚାଇନା ନାଗରିକଙ୍କ ସମେତ ୬ଜଣଙ୍କ ମୃତ୍ୟୁ ହୋଇଛି। ମୃତ ଚାଇନାର ନାଗରିକମାନେ ଇଞ୍ଜିନିୟର ଥିବା ବେଳେ ପାକିସ୍ତାନରେ ଚାଲୁଥିବା ଏକ...