କଳାହାଣ୍ଡି କୋର୍ଟକୁ ବୋମା ଧମକ, ପୋଲିସ ପହଞ୍ଚି…. ଭବାନୀପାଟଣା,୯।୩(ଉତ୍ତମ କୁମାର ଦାଶ): ପୁରୀ,ବରଗଡ଼ ପରେ କଳାହାଣ୍ଡି ଜିଲା କୋର୍ଟକୁ ବି ମିଳିଛି ବୋମା ଧମକ। ଜିଲା ଦୌରା ଓ ଜର୍ଜଙ୍କ ଇମେଲକୁ ଏହି ଧମକପୂର୍ଣ୍ଣ ମେଲ୍ ଆସିଛି । ଏହି ଘଟଣା ସାମ୍ନାକୁ ଆସିବା ପରେ କୋର୍ଟକୁ ସ୍ଥାନୀୟ ପୋଲିସ ପହଞ୍ଚି…