ରାଜଧାନୀର ୪ ନାମୀଦାମୀ ସ୍କୁଲକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ
ନୂଆଦିଲ୍ଲୀ,୧୬ା୭: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସ୍କୁଲଗୁଡ଼ିକୁ ବୋମା ଧମକ ମଳିଛି। ଏଠାକାର ନାମୀଦାମୀ ୪ ସ୍କୁଲକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ମିଳିଥିବାରୁ ଦିଲ୍ଲୀରେ ଉତ୍ତେଜନା ସୃଷ୍ଟି କରିଛି। ବୁଧବାର ସକାଳେ ଦ୍ୱାରକା, ବସନ୍ତ କୁଞ୍ଜ, ପଶ୍ଚିମ...


