ଓଡ଼ିଶାର ବିଭିନ୍ନ କୋର୍ଟକୁ ବୋମା ଧମକ: ସୁରକ୍ଷା କଡ଼ାକଡ଼ି, ତଲାସୀ ଜାରି ଭୁବନେଶ୍ୱର,୬।୨: ଓଡ଼ିଶାର ବିଭିନ୍ନ ଜିଲା କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଛି। ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। କଟକ, ପୁରୀ, ସମ୍ବଲପୁର ଏବଂ ଫୁଲବାଣୀ କୋର୍ଟ ପରିସରରେ ଏବେ ହାଇ-ଆଲର୍ଟ ଜାରି…